ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ସଡ଼କ ଦୁର୍ଘଟଣାରେ ଜିଲ୍ଲା ପରିଷଦ ସଦସ୍ୟା ଗୁରୁତର

କେନ୍ଦୁଝର ସଦର,୧୨/୯ : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ପଳାଶପଙ୍ଗା ନିକଟରେ ଟ୍ରକ୍ ସ୍କୁଟି ମଧ୍ୟରେ ଧକ୍କା ହୋଇଛି । ଫଳରେ ସ୍କୁଟି ଚଳାଉଥିବା ମହିଳା ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ମହିଳା ଜଣଙ୍କ କେନ୍ଦୁଝର ଜିଲ୍ଲା ସଦର ନିର୍ବାଚନୀ ମଣ୍ଡଳୀ ୪ନମ୍ବର ଜୋନର ଜିଲ୍ଲା ପରିଷଦ ସଦସ୍ୟା ଲୀଳାବତୀ ମହାନ୍ତ ବୋଲି ଜଣାପଡ଼ିଛି । 

ପ୍ରକାଶ ଯେ, ଲୀଳାବତୀ ଆଜି ସନ୍ଧ୍ୟାରେ କୌଣସି କାମ ନେଇ ଝୁମ୍ପୁରା ଯାଉଥିଲେ । ଏହି ସମୟରେ ସେ ଘରକୁ ଫେରିବାବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଛନ୍ତି । ସ୍ଥାନୀୟ ଲୋକମାନେ ଲୀଳାବତୀଙ୍କୁ ପ୍ରଥମେ ଝୁମ୍ପୁରା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲେ ହେଁ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଲୀଳାବତୀଙ୍କ ପେଟ ତଳକୁ କଟିଯାଇଥିବାବେଳେ ଜଙ୍ଘରେ ମଧ୍ୟ ଗଭୀର ଆଘାତ ଲାଗିଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.