ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଡ୍ରାଇଭର ମୃତ

ଭୁବନେଶ୍ବର, ୧୯।୬  : ୧୬ ନଂ  ଜାତୀୟ ରାଜପଥର ଵହୁଦରଡା ଛକ ନିକଟରେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ଡ୍ରାଇଭର ମୃତ୍ୟୁ ଘଟିଛି । ଅନ୍ୟ ଜଣେ ଡ୍ରାଇଭର ଗୁରୁତର ହୋଇଛି ।

୧୬  ନମ୍ବର ଜାତୀୟ ରାଜପଥ ର ଵହୁଦରଡା ଛକ ନିକଟରେ ରାଜପଥ ମରାମତି ପାଇଁ ଗୋଟିଏ ପାର୍ଶ୍ଵ ରାଜପଥ ବନ୍ଦ ରହିଛି ।  ଗୋଟିଏ ପାର୍ଶ୍ଵ ରେ ଗାଡି ଚଳାଚଳ କରୁଥିବାରୁ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଗୋଟିଏ ଗାଡି ର ଡ୍ରାଇଭର କୁ ମୃତ ଘୋଷଣା କରାଯାଇଛି ।  ଘଟଣା ପରେ ପଅନେକ ସମୟ ପର୍ଯ୍ୟନ୍ତ ଗାଡି ଚଳାଚଳ ଵାଧାପ୍ରାପ୍ତ ହୋଇଥିଲା।  ପୋଲିସ ପହଞ୍ଚି ରାସ୍ତା ଜାମ ହଟାଇବା  ସହ ଗାଡି ଚଳାଚଳ ସ୍ଵାଭାବିକ କରିଥିଲା । ମୃତକଙ୍କ ପରିଚୟ ମିଳିନଥିବା   ବେଳେ ପୋଲିସ ମୃତ ଦେହ ଉଦ୍ଧାର କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.