ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଗାଳିଗୁଲଜ କରୁଥିଲେ ମଦ୍ୟପ, ବାରଣ କରିବାରୁ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ

ଆନନ୍ଦପୁର,୨୫/୦୭ : ମଦ୍ୟପଙ୍କ ଉନ୍ମକ୍ତ କାଣ୍ଡ। ଗାଳିଗୁଲଜ କରୁଥିବା ବେଳେ ବାରଣ କରିବାରୁ ଜଣେ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କଲେ ମଦ୍ୟପ ଯୁବକ। ଆନନ୍ଦପୁର ଉପଖଣ୍ଡ ଘସିପୁ୍ରା ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁଯାୟୀ, କଅଁସ ଗାଁର ବୁଟୁ ନାୟକ ତାଙ୍କ ସାଙ୍ଗମାନଙ୍କ ସହ କଥା ହେଉଥିବା ବେଳେ ଜଡ଼ା ଦେହୁରୀ ମଦ ପିଇ ଅସଭ୍ୟ ଭାଷାରେ ଗାଳି ଗୁଲଜ କରୁଥିଲେ। ଘଟଣାକୁ କେନ୍ଦ୍ରକରି ବୁଟୁ ନାୟକ ଜଡ଼ାକୁ ପଚାରିବାରୁ ସେ ଓ ତାଙ୍କ ସାଙ୍ଗମାନେ ଉତକ୍ଷିପ୍ତ ହୋଇ ତାଙ୍କୁ ଭୁଜାଲିରେ ହାଣିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.