ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ବିଜେପିରେ ମିଶିଲେ ଦୁଲାଲ ପ୍ରଧାନ

ଭୁବନେଶ୍ବର ୧।୫ : ବିଜେପିରେ ଯୋଗ ଦେଲେ ଦୁଲାଲ ପ୍ରଧାନ। ଦୁଇ ଦିନ ତଳେ ସେ କଂଗ୍ରେସ ଛାଡି ଥିଲେ। ତାଙ୍କୁ କଂଗ୍ରେସ ପ୍ରଥମେ ସମ୍ବଲପୁର ଲୋକସଭା ଆସନ ପାଇଁ  ପ୍ରାର୍ଥୀ କରିଥିଲା।  ତେବେ ପରବର୍ତ୍ତି ସମୟରେ ନଗେନ୍ଦ୍ର ପ୍ରଧାନ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଇଥିଲେ। କଂଗ୍ରେସ ସମ୍ବଲପୁର ଲୋକସଭା ପ୍ରାର୍ଥୀ ପରିବର୍ତ୍ତନ କରି ଦୁଲାଲଙ୍କ ସ୍ଥାନରେ ନଗେନ୍ଦ୍ରଙ୍କୁ ପ୍ରାର୍ଥୀ କରିଥିଲା। ଏଥିରେ ଅସନ୍ତୋଷ ପ୍ରକାଶ କରି ସେ କଂଗ୍ରେସ ଦଳ ଛାଡିଥିଲେ।

ଆହୁରି ପଢନ୍ତୁ : ଚେକିଂ ବେଳେ ସ୍କୁଟିରୁ ୫ ଲକ୍ଷ ଟଙ୍କା ଜବତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.