ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ୍, ୨୩୧ କୋଟି ଠକେଇ ଅଭିଯୋଗରେ ଘାଣ୍ଟୁଛି ଇଡି

Published By : Prameya | December 19, 2024 9:22 AM

ସମ୍ବଲପୁର, ୧୯/୧୨ : ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ୍। ଦ୍ଵିତୀୟ ଦିନରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ମାରାଥନ୍ ରେଡ୍ କରୁଛି ଉଡି। ୨୩୧ କୋଟି ଠକେଇ ଅଭିଯୋଗରେ ଚଢାଉ କରାଯାଉଛି। ବିଶ୍ଵ ଏନଜିଓର ଫାଉଣ୍ଡରଙ୍କ ଘର ସମେତ ମୋଦିପଡା, ଧନୁପାଲି ଅଞ୍ଚଳରେ ଗତକାଲି ଠାରୁ ଇଡି ଚଢାଉ ଜାରି ରଖିଛି। 

ସୂଚନାନୁଯାୟୀ, ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ସ୍ୱର୍ଗତଃ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡ଼ି ରେଡ୍ କରୁଛି। ଭାରତ ଇଣ୍ଟିଗ୍ରେଟେଡ୍ ସୋସିଆଲ ୱେଲଫେୟାର ଏଜେନ୍ସି ନାଁରେ ଏହି ଲୋନ୍ ନେଇଥିଲେ କ୍ଷୀରୋଦ। ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ । ଏହି ସବୁ ଟଙ୍କା ନିର୍ବାଚନରେ ଲଗାଇଥିବା ହୋଇଥିଲା ଅଭିଯୋଗ ।


 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.