ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମର୍ମନ୍ତୁଦ ଦୁର୍ଘଟଣା: ଘାଟିରେ ଓଲଟିଲା କାର୍‌, ୫ ଶିଶୁଙ୍କ ସହ ୮ ମୃତ

ଅନନ୍ତନାଗ,୨୭।୭: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଶନିବାର ଭୀଷଣ ସଡକ ଦୁର୍ଘଟଣା । ଘାଟିରୁ ଖସିଲା କାର୍‌, ଗୋଟିଏ ପରିବାରର ୮ ଜଣଙ୍କର ମୃତ୍ୟୁ। ସିମଥାନ-କୋକେରନାଗ ରୋଡ୍‌ରେ ଘଟିଛି ଏଭଳି ଅଘଟଣ। ମୃତକଙ୍କ ମଧ୍ୟ ଅଛନ୍ତି ଜଣେ ପୁରୁଷ, ଦୁଇ ମହିଳା ଏବଂ ୫ ଶିଶୁ। କୁହାଯାଉଛି ଯେ,ଏହି ସମସ୍ତେ ମଡଓ୍ବା କିସତଓ୍ବାଡା ଯାଉଥିଲେ।  ତେବେ ଡ୍ରାଇଭର   ନିୟନ୍ତ୍ରଣ ହରାଇଥିବାରୁ, ଘାଟିରୁ ତଳକୁ ଖସି ପଡିଥିଲା କାର। ମୃତକଙ୍କ ଯଦିଓ ପରିଚୟ ମିଳିପାରିନି, କିନ୍ତୁ ଏହା ଜଣାପଡୁଛି ଯେ ସମସ୍ତେ ଗୋଟିଏ ପରିବାରର ସଦସ୍ୟ।

ପୋଲିସର ସୂଚନା ଅନୁସାରେ,ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକରାନାଗର ଡକ୍ସମ୍ ଅଞ୍ଚଳ ନିକଟରେ ଏହି ଦୁର୍ଘଟଣା ଘଟିଛି। JK03H 9017 ରେଜିଷ୍ଟେ୍ରସନ୍ ନମ୍ବର ଥିବା ଏହି ସୁମୋ ଗାଡି ନିୟନ୍ତ୍ରଣ ହରାଇ ଡକସୁମ୍ ନିକଟରେ ଖସି ପଡିଥିଲା। ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.