ପ୍ରମୂଖ ଖବର
  • ପୁଣି ଶ୍ରୀମନ୍ଦିର ଭିତରୁ ଯୁବକଙ୍କ ଠାରୁ ହିଡେନ କ୍ୟାମେରା ଜବତ
  • ||
  • ମଙ୍ଗଳବାର ଏନଡିଏ ସଂସଦୀୟ ଦଳର ବୈଠକ, ସାଂସଦଙ୍କୁ ସମ୍ବୋଧନ କରିବେ ପିଏମ ମୋଦୀ
  • ||
  • ଓଭାଲରେ ଇଂଲଣ୍ଡର ଭାଙ୍ଗିଲା ଗର୍ବ; ପଞ୍ଚମ ଟେଷ୍ଟକୁ ୬ ରନରେ ଜିତିଲା ଭାରତ, ସିରିଜ୍ ବରାବର
  • ||
  • ଭଦ୍ରକ : ରେଲ୍‌ ୱେ ଟ୍ରାକ୍‌ରେ କଟି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଧାରଣା
  • ||
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ଗୋବରୀ ନଦୀରେ ଭାସିଗଲେ ବୃଦ୍ଧା, ଅଗ୍ନିଶମ ଓ ଓଡ୍ରାଫ ଟିମ୍ ଜାରି ରଖିଛି ଉଦ୍ଧାର କାର୍ଯ୍ୟ

Published By : Swapna Ray | August 3, 2025 1:36 PM

କେନ୍ଦ୍ରାପଡ଼ା, ୩।୮: ଶୌଚ ହେବାକୁ ଯାଇ ଗୋବରୀ ନଦୀରେ ଭାସିଗଲେ ବୃଦ୍ଧା । କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ ଥାନା ଅନ୍ତର୍ଗତ ବାରୋ ପଞ୍ଚାୟତର ନୀଳିକଣାଠାରେ ଶନିବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଛି l ନୀଳିକଣା ଗାଁର ୬୨ ବର୍ଷୀୟା ବୃଦ୍ଧା ବିଦୁଲତା ପ୍ରଧାନ ସନ୍ଧ୍ୟାରେ ନଦୀକୁ ଶୌଚ ହେବାକୁ ଯାଇଥିଲେ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। 

ତେବେ ବିଦୁଲତା ଶୌଚ ହେବା ପାଇଁ ନଦୀକୁ ଯାଇଥିବା କିଛି ଲୋକ କହିଥିଲେ । ପରେ ପରିବାର ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ l ଅଗ୍ନିଶମ ଓ ଓଡ୍ରାଫ ଟିମ୍ ଗୋବରୀ ନଦୀରେ ଖୋଜାଖୋଜି ଚଳାଇଛନ୍ତି । ବିଦୁଲତାଙ୍କୁ କୁମ୍ଭୀର ଟାଣି ନେଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.