ପ୍ରମୂଖ ଖବର
  • ବିଧାନସଭାରେ ମୋବାଇଲ୍ ପ୍ରବେଶ ଉପରୁ ହଟିଲା କଟକଣା, ସାମ୍ବାଦିକଙ୍କ ସହ ଆଲୋଚନା ପରେ ବାଚସ୍ପତିଙ୍କ ନିଷ୍ପତ୍ତି
  • ||
  • ଭରତପୁର ଥାନା ମାମଲା: ସରକାରଙ୍କୁ ୨୮୨ ଫର୍ଦ୍ଦର ରିପୋର୍ଟ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
  • ||
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମିଟିକାପୁର ଵିଟ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ହାତୀ ମୃତ

Published By : Prameya | March 10, 2025 8:12 PM

ନରସିଂହପୁର, ୧୦।୩ : ଚିକିତ୍ସାଧୀନ ଅବସ୍ଥାରେ ହାତୀ ମୃତ। ହାତୀର ବୟସ ୮ ବର୍ଷ ହେବ। ନରସିଂହପୁର ପଶ୍ଚିମ ବନାଞ୍ଚଳ ଅନ୍ତର୍ଗତ ମିଟିକାପୁର ଵିଟ୍ରେ ହାତୀର ମୃତ୍ୟୁ ଘଟିଛି। ମିଟିକାପୁର ବିଟ୍ ପୁରୁଣା ପାଣି ବନ୍ଧ ନିକଟରେ ଏକ ହାତୀ ଅସୁସ୍ଥ ହୋଇ ପଡିଥିଲା।ବନବିଭାଗ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା। ପରେ ହାତୀର ଚିକିତ୍ସା କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.