ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍

ବଣାଇ,୧୮/୦୯: ତୋଡ଼ା ଫରେଷ୍ଟରେ ଚାଲିଛି ଦନ୍ତାର ଟ୍ରାଙ୍କୁଲାଇଜ୍ । ୩ଜଣ ସାଇଣ୍ଟିଷ୍ଟ, କପିଳାସର ଗୋଟେ ଟିମ୍, ଭେଟେନାରୀର ଟିମ୍ , ରାଉରକେଲା ଆରସିସିଏଫ ଏବଂ ପାଖାପାଖି ୬୦ ଜଣ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ଜାମୁଡିହି ସେକ୍ସନ୍ ତୋଡ଼ା ଫରେଷ୍ଟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ସୂଚନା ମୁତାବକ, କିଛି ବର୍ଷ ହେଲା କୋଇଡ଼ା ରେଞ୍ଜ ଓ ବରସୁଆଁ ଅଞ୍ଚଳରେ ଏକ ଦନ୍ତା ହାତୀ ଉତ୍ପାତ ମଚାଇଥିଲା । ତେଣୁ ଉକ୍ତ ହାତୀକୁ କାବୁ କରିବାକୁ ଆରମ୍ଭ ହୋଇଛି ଟ୍ରାଙ୍କୁଲାଇଜ୍ । ଦନ୍ତାକୁ ପ୍ରଥମେ ରେଡିଓକୁଲାରି କରାଯାଇଛି । ପରେ ହାତୀକୁ ଟ୍ରାଙ୍କୁଲାଇଜ୍ କରାଯାଉଛି । ଏହି ପ୍ରକ୍ରିୟାରେ ୩ଜଣ ସାଇଣ୍ଟିଷ୍ଟ, କପିଳାସର ଗୋଟେ ଟିମ୍, ଭେଟେନାରୀର ଟିମ୍ , ରାଉରକେଲା ଆରସିସିଏଫ ଏବଂ ପାଖାପାଖି ୬୦ ଜଣ ସାମିଲ ହୋଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.