ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କାଦୋମାଳି ଗ୍ରାମରେ ଅଘଟଣ, ହାତୀ ଅକ୍ରମଣରେ ଚାଲିଗଲା ୨ ଜୀବନ

Published By : Harapriya Sethi | February 2, 2025 9:35 AM

ଭୁବନେଶ୍ୱର,୦୨/୦୨: ରକ୍ତମୁଖା ଗଜରାଜର ତାଣ୍ଡବଲୀଳା । ବିଳମ୍ୱିତ ରାତିରେ ଦୁଇ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା । ମୃତକ ମୁଗାନ ମାଝୀ (୬୩) ଏବଂ ଗାଦ ମାଝୀ (୬୦) ବୋଲି ଜଣାପଡ଼ିଛି । କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଦକ୍ଷିଣ ବନଖଣ୍ଡ ଅନ୍ତରଗତ ଲାଞ୍ଜିଗଡ ସେକ୍ସନର କାଦୋମାଳି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶନିବାର ବିଳମ୍ବ ରାତିରେ ମୁଗାନ ମାଝୀ ଏବଂ ଗାଦ ମାଝୀ ହାତୀ ଆକ୍ରମଣର ଶିକାର ହୋଇଥିଲେ । ହାତୀଟି ଉଭୟଙ୍କୁ ଦଳି କଚାଡ଼ି ଦେଇଥିଲା । ଫଳରେ ଉଭୟ ବୃଦ୍ଧ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହାର ପର ଦିନ ଅର୍ଥାତ ରବିବାର ଉଭୟଙ୍କ ମୃତଦେହ ଦେଖିବାକୁ ପାଇଥିଲେ ଗାଁଲୋକେ । ଏହା ଦେଖି ତୁରନ୍ତ ବନ ବିଭାଗର ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରିଛି ବନ ବିଭାଗର ଏକ ଟିମ୍ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.