ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ମାଲକାନଗିରି ଡିପ୍ଲୋମା ଇଞ୍ଜିନିୟର୍ସ ଆସୋସିଏସନ ପକ୍ଷରୁ 'ଇଞ୍ଜିନିୟର୍ସ ଦିବସ' ପାଳିତ

ମାଲକାନଗିରି - ମାଲକାନଗିରି ଜିଲ୍ଲା ଶାଖା ଡିପ୍ଲୋମା ଇଂଜିନିୟର୍ସ ଆସୋସିଏସନ ପକ୍ଷରୁ ଇଂଜିନିୟର୍ସ ଦିବସ ପାଳିତ। ସ୍ଥାନୀୟ ସଂସ୍କୃତି ଭବନ ସଭା ଗୃହରେ ରବିବାର ରାତିରେ ୫୭ତମ ଇଂଜିନିୟର୍ସ ଦିବସ ପାଳିତ ହୋଇ ଯାଇଛି। ମାଲକାନଗିରି ଜିଲ୍ଲା ଶାଖାର ସଭାପତି ଇଂ ପ୍ରଶାନ୍ତ କୁମାର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ଉନ୍ନୟନମୂଳକ କାର୍ଯ୍ୟରେ ଯନ୍ତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥିବା କଥା ଉପସ୍ଥିତ ଅତିଥିମାନେ କହିଥିଲେ। 

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାଲକ ବିଧାୟକ ନରସିଂହ ମାଡକାମୀ, ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗୁଲ, ଗ୍ରାମ୍ୟଉନ୍ନୟନ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ସୁଜିତ କୁମାର ବେହେରା, ପୂର୍ତ୍ତ ଗୃହ ନିର୍ମାଣ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ନିହାର ରଞ୍ଜନ ବେହେରା ଓ ବାଲିମେଳା ବୃହତ ଜଳସେଚନ ନିର୍ବାହୀ ଯନ୍ତ୍ରୀ ଇଂ ଅଭିମନ୍ୟୁ ପ୍ରଧାନ ପ୍ରମୁଖ ଯୋଗ ଦେଇ ଇଂ ବିଶ୍ଵଶ୍ୱର ରାୟଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ସୂଚନା ଦେଇଥିଲେ । ଏହା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବାକୁ ପରାମର୍ଶ ଦେଇଥିଲେ। 

 ଶାଖାର ସମ୍ପାଦକ ଶ୍ରୀମତୀ ଇଂ ସୁଦୀପ୍ତା ସାହୁ, ଇଂ ଦୀପକ ପ୍ରଧାନ, ଇଂ ମଳୟ ମିଶ୍ର ପ୍ରମୁଖ ଯନ୍ତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ଇଂ କାର୍ତ୍ତିକ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.