ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଷ୍ଟେଟ୍ ବ୍ୟାଙ୍କ ଠକେଇ ଘଟଣା ଅଭିଯୁକ୍ତ ସରୋଜ ନାୟକଙ୍କୁ ବାନ୍ଧିଲା EOW

ଭୁବନେଶ୍ୱର,୨୧/୦୯: ଷ୍ଟେଟ୍ ବ୍ୟାଙ୍କ ଠକେଇ ଘଟଣାରେ ଅର୍ଥନୈତିକ ଅପରାଧ ଶାଖାକୁ ବଡ଼ ସଫଳତା। ଶୁକ୍ରବାର ୧୬.୭୧ କୋଟି ଠକେଇ ଘଟଣାରେ ଅଭିଯୁକ୍ତ ସରୋଜ ନାୟକଙ୍କୁ ବାନ୍ଧିଲା EOW ଟିମ୍। ଅଭିଯୁକ୍ତ ସରୋଜ ନାୟକଙ୍କ ନାମରେ ବିଏନଏସର ଧାରା ୪୦ ୯,୪୨୦,୪୬୭,୪୭୧,୧୨୦  ଏବଂ ଆଇଟି ଆକ୍ଟର ଧାରା ୬୬ସି  ଅନୁଯାୟୀ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ତେବେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ସିବସୁନ୍ଦର ସାହୁଙ୍କ ଲିଖିତ ରିପୋର୍ଟରେ ଏହି ମାମଲା ପଞ୍ଜିକୃତ ହୋଇଥିଲା । ଏଥିରେ ଅଭିଯୋଗ ହୋଇଥିଲା ଯେ ଅଭିଯୁକ୍ତ ଜଣକ ନିଜକୁ ଫୋନପେ ର କର୍ମଚାରୀ ୨୦୨୨ ମସିହା ଅକ୍ଟୋବର ରୁ ୨୦୨୩ ଯାଏଁ ଜୟଦେବ ବିହାର ଷ୍ଟେଟବ୍ୟାଙ୍କ, ପଟିଆ,ରଘୁନାଥପୁର ଓ ଝାରପଡା ଶାଖାରୁ ୧୬.୭୧ କୋଟି ଠକେଇ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ସରୋଜ ନାୟକ ରାଉରକେଲାରୁ ଡିପ୍ଲୋମା କରିଛନ୍ତି । ଏଥିସହ ସେ ଓମ୍ ମାଆ କନଷ୍ଟ୍ରକ୍ସନର ଏକ ଏଜେନ୍ସି ମଧ୍ୟ ଚଲାନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.