ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଅବକାରୀ ବିଭାଗର ଚଢାଉ, ଚୋରା ମଦ ସହ ଦୁଇଜଣ ଗିରଫ

Published By : Prameya | May 14, 2025 10:21 AM

ବରଗଡ ୧୪/୦୪: ଅବକାରୀ ବିଭାଗର ଚଢାଉ। ଚୋରା ମଦ ବେପାରୀଙ୍କୁ କଲା ଗିରଫ। ଜବତ ହେଲା ୮୫ ଲିଟର ମହୁଲି ମଦ।

ସୂଚନା ଅନୁଯାୟୀ, ବରଗଡ଼ ସହରରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ତତ୍ପର ହୋଇଛି ଅବକାରୀ ବିଭାଗ l ଆଜି କୌଣସି ସୂତ୍ରରୁ ଖବର ପାଇ ବରଗଡ଼ ଅବକାରୀ ଆରକ୍ଷୀ ଅଧିକ୍ଷକ ସୁବନ କୁମାର ନାୟକଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଉପ -ନିରୀକ୍ଷକ ସ୍ୱପ୍ନା ରାଣୀ ଟେଟେଙ୍କ ତତ୍ତ୍ୱାବଧାନରେ ନଦୀପଡା ଓ ଅମ୍ବାପାଲି ଛକ ରାସ୍ତାରେ ପାଟ୍ରୋଲିଙ୍ଗ କରାଯାଇଥିଲା। ଏହି ସମୟରେ ଦୁଇଜଣ ଚୋରା ମଦ ବେପାରୀଙ୍କୁ ଗିରଫ କରାଯାଇଛି l ସେମାନଙ୍କ ଠାରୁ ଗୋଟିଏ ସ୍କୁଟି ଓ ୮୫ ଲିଟର ବେଆଇନ ହାତ ରନ୍ଧା ମହୁଲି ମଦ ଜବତ କରାଯାଇଛି l ତେବେ ଏହି ଚଢ଼ାଉ ସମୟରେ ଏଏସଆଇ ମଳୟ କୁମାର ପ୍ରଧାନ, କେଶବ ଚରଣ ବେହେରା, ଚନ୍ଦ୍ରକାନ୍ତ ଭୋଇ, ଓ ରାଜେଶ ରାଉତ ସହଯୋଗ କରିଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.