ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ

କରଞ୍ଜିଆ,୧୪/୦୯: ନିଲମ୍ବିତ ହେଲେ କରଞ୍ଜିଆ ଉପ କାରାଗାରର ଜେଲ୍ ୱାର୍ଡର ସ୍ୱାଗତ ରଥ । ଜେଲ୍ ମାନୁଆଲକୁ ଉଲଙ୍ଘନ କରି ଜେଲ୍ ଭିତରକୁ ମୋବାଇଲ୍ ନେବା ଓ କାର୍ଯ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ କଲେ ବାରିପଦା ସର୍କଲ୍ ଜେଲ୍‌ର ବରିଷ୍ଠ ଜେଲ୍ ଅଧିକ୍ଷକ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଉପ କାରାଗାରରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଜେଲ୍‌ ମାନୁଆଲକୁ ଉଲଙ୍ଘନ କରି କ୍ଷମତାର ଅପବ୍ୟବହାର କରିଥିଲେ । କାର୍ଯ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ କଲେ ବାରିପଦା ସର୍କଲ୍ ଜେଲର ବରିଷ୍ଠ ଜେଲ୍ ଅଧିକ୍ଷକ । ନିଲମ୍ବିତ ପରେ ତାଙ୍କୁ ବାଲେଶ୍ଵର ଜିଲ୍ଲା କାରାଗାର ମୂଖ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଗତ ଅଗଷ୍ଟ ୩୦ ତାରିଖରେ ଜେଲ୍ ଭିତର ସହକାରୀ ସବ୍ ଜେଲର ୱାର୍ଡର ସ୍ୱାଗତ ରଥ ଜେଲ୍ ମାନୁଆଲକୁ ଉଲଙ୍ଘନ କରିଥିଲେ । ପରେ ଏହାକୁ ନେଇ ତଦନ୍ତ କରି ବାରିପଦା ସର୍କଲ୍ ଜେଲର ବରିଷ୍ଠ ଜେଲ୍ ଅଧିକ୍ଷକ ଜେଲ୍ ୱାର୍ଡର ସ୍ବାଗତ ରଥଙ୍କୁ ନିଲମ୍ବିତ କରିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.