ବାଲେଶ୍ବର,୨୩/୭ : ଫକୀରମୋହନ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ୬ ମାସ ପାଇଁ ବୃଦ୍ଧି କରିଛନ୍ତି ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ଡକ୍ଟର ହରିବାବୁ କମ୍ଭମପାଟି।
ଫକୀରମୋହନ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ଡକ୍ଟର ହରିବାବୁ କମ୍ଭମପାଟି। ଜୁଲାଇ ୨୧ ତାରିଖରୁ ଆଗାମୀ ଛଅ ମାସ ଯାଏ ସେ ନିଜର ଦାୟିତ୍ବ ନିର୍ବାହ କରିବେ ବୋଲି ଜଣାପଡ଼ିଛି।