ପ୍ରମୂଖ ଖବର
  • ପାକିସ୍ତାନରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ସମେତ ୫ ମୃତ
  • ||
  • ଚାକିରି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ୫୦ ପ୍ରତିଶତକୁ ବୃଦ୍ଧି କରିବେ ଉତ୍ତର ପ୍ରଦେଶ ସରକାର
  • ||
  • ଅଷ୍ଟ୍ରେଲିଆରେ ଭାରତ ବିରୋଧୀ ସ୍ଲୋଗାନ, ସ୍ୱାଧୀନତା ଦିବସରେ ଖଲିସ୍ତାନ ସମର୍ଥକଙ୍କ ଦାଦାଗିରି
  • ||
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ପାରିବାରିକ କଳହ ; ଯୁବକଙ୍କୁ ବାପା- ଭାଇ ପେଟ୍ରୋଲ ଢାଳି ଜାଳି ଦେଇଥିବା ଅଭିଯୋଗ

Published By : Gurupada Nath | August 15, 2025 5:12 PM

ବାଲିପାଟଣା,୧୫/୮ : ପାରିବାରିକ କଳହର କରୁଣ ପରିଣତି । ବାପା- ଭାଇ ଯୁବକଙ୍କୁ ପେଟ୍ରୋଲ ଢାଳି ଜାଳି ଦେଇଥିବା ଅଭିଯୋଗ । ବାଲିପାଟଣା ଥାନା ବାଲିପାଟଣା ଛକ ନିକଟର ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଯୁବକ ଜ୍ୟୋତି ରଞ୍ଜନ ମାଠିଆ । ଗୁରୁତର ଅବସ୍ଥାରେ ତାଙ୍କୁ ଏମସ୍ ସ୍ଥାନାନ୍ତର କରାଯାଇଛି । 

ଜ୍ୟୋତି ଘରେ ଥିବାବେଳେ ବାପା ଏବଂ ଭାଇ ପେଟ୍ରୋଲ୍ ଢାଳି ନିଆଁ ଲଗାଇ ଦେଇଥିଲେ । ଜ୍ୟୋତି ଜଳୁଥିବା ବେଳେ ଜ୍ୟୋତିଙ୍କ ସ୍ତ୍ରୀ ଚିତ୍କାର କରି ଲୋକଙ୍କୁ ଡାକି ମେଡିକାଲରେ ଭର୍ତ୍ତି କରିଥିଲେ। ଯୁବକଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଛି । ପୂର୍ବରୁ ଜମିବାଡ଼ିକୁ ନେଇ ବାପା ଭାଇଙ୍କ ସହ ଶତୃତା ଥିଲା। ଜ୍ୟୋତିଙ୍କୁ ଏମସ ସ୍ଥାନାନ୍ତର କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.