ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର

ଭଞ୍ଜନଗର,୧୬/୦୯: ଗଣେଶ ଭସାଣି ସମୟରେ ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ବଡ଼ ଭାଇ ବାବୁ ସ୍ୱାଇଁ ପ୍ରାଣ ହରାଇଥିବା ବେଳେ ସାନ ଭାଇ ଜିତୁ ସ୍ୱାଇଁ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଅମୃତଲୁ ଗ୍ରାମରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ଅମୃତଲୁ ଗ୍ରାମରେ ଖୁବ୍‌ ଧୁମଧାମ୍‌ରେ ଗଣେଶ ପୂଜା କରାଯାଇଥିଲା । ତେବେ ଗଣେଶ ଭସାଣି ସମୟରେ ବାବୁ ସ୍ୱାଇଁ ଏବଂ ଜିତୁ ସ୍ୱାଇଁଙ୍କର ଅନ୍ୟ ଗେଷ୍ଠୀର ସଦସ୍ୟଙ୍କ ସହ କୌଣସି କାରଣରୁ ବଚସା ହୋଇଥିଲା । ଏହାକୁ କେନ୍ଦ୍ର କରି ପରେ ଦୁଇ ଭାଇଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଉଭୟ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ଏହା ସହ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ତେବେ ଡାକ୍ତରଖାନାରେ ଚିକତ୍ସାଧୀନ ଅବସ୍ଥାରେ ବଡ଼ ଭାଇ ବାବୁ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ବେଳେ ସାନ ଭାଇଙ୍କ ଚିକିତ୍ସା କରାଯାଉଛି । ଖବର ପାଇ ସୋରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଏଥି ସହିତ ହତ୍ୟାକାରୀଙ୍କୁ ଖୋଜି ଘଟଣାର ତଦନ୍ତ ଚଳାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.