ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

କୁଚିଣ୍ଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ବାଇକ୍‌କୁ ଧକ୍କା ଦେଲା ଟ୍ରଲର, ୨ ମୃତ

କୁଚିଣ୍ଡା, ୨୧।୦୭ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ଧକ୍କା ଦେଲା ଟ୍ରଲର । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ବି ହୋଇଛି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଲଇଡାଗୁନା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । 

ଖବର ଅନୁଯାୟୀ, କୁଚିଣ୍ଡା ଲଇଡ଼ାଗୁନା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏକ ବାଇକ୍‌କୁ ଜୋରଦାର ଧକ୍କା ଦେଇଛି ଟ୍ରଲର । ଫଳରେ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଯାଏ ମୃତକଙ୍କ ପରିଚୟ ମିଳିନଥିବା ନାହିଁ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସେପଟେ ଟ୍ରଲର ଡ୍ରାଇଭରଙ୍କୁ ମଧ୍ୟ ଅଟକ ରଖିଛି କୁଚିଣ୍ଡା ଥାନା ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.