ପ୍ରମୂଖ ଖବର
  • ୩୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଆଠଗଡ଼ : ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା: ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ଦେବଗଡ଼: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ, ଅଭିଯୁକ୍ତ ଫେରାର୍
  • ||
  • କେନ୍ଦୁଝର : ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ଆସିବ ଚଳିତ ବର୍ଷର ବିଏମ୍‌ସି ବଜେଟ୍, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ନେଇ ହେବ ଆଲୋଚନା
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନ-ଅଷ୍ଟ୍ରେଲିଆ ଲଢ଼େଇ, ଜିତିଲେ ସେମି ଫାଇନାଲ
  • ||
  • କଟକ : ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ପାଇଁ ନିର୍ଦ୍ଦେଶ
  • ||
  • ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ରାଜ୍ୟରେ ପାଗ ଏବେ ଶୁଖିଲା: ୩୪ ଡିଗ୍ରୀ ଉପରେ ୬ ସହର ତାପମାତ୍ରା, ୨ ଦିନ ପରେ ୩ ଡିଗ୍ରୀ ବଢ଼ିବ ପାରଦ
  • ||

ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର

Published By : Prameya | February 28, 2025 4:27 PM

କଟକ, ୨୮/୨ : ବନ୍ଦ ଘରୁ ବାପା ଝିଅଙ୍କ ମୃତଦେହ ଉଦ୍ଧାର। କଟକ ସ୍ନେହଲତା ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ  । ଝିଅକୁ ମାରି ବାପା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବାଦାମବାଡ଼ି ଥାନା ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ। 

ଏହାସହ ଘଟଣାସ୍ଥଳରେ ପହଞ୍ଚିଲେ ପୋଲିସର ବରିଷ୍ଠ ଅଧିକାରୀ। ସ୍ନେହଲତା ଆପାର୍ଟମେଣ୍ଟରେ ଗତ ଦୁଇ ବର୍ଷ ହେଲା ସେମାନେ ଭଡ଼ାରେ ରହୁଥିଲେ । ପୂର୍ବରୁ ମୃତକଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇସାରିଛି । ଝିଅର ବୟସ ପାଖାପାଖି ୧୫ ବର୍ଷ ହୋଇଥିବା ବେଳେ ସେ ମାନସିକ ବିକାରଗ୍ରସ୍ତ ବୋଲି ଜଣାପଡିଛି ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.