ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଅଭିନେତା ରାଜପାଲ ଯାଦବ ପିତାଙ୍କ ଦେହାନ୍ତ, ଦୁଇ ଦିନ ପୂର୍ବରୁ ପୁଅକୁ ମିଳିଥିଲା ହତ୍ୟା ଧମକ

Published By : Anindita | January 24, 2025 11:17 AM

ମୁମ୍ବାଇ,୨୪/୦୧: ଆଉ ନାହାଁନ୍ତି ଫିଲ୍ମ ଅଭିନେତା ରାଜପାଲ ଯାଦବଙ୍କ ପିତା ।ଗତ କିଛି ଦିନ ଧରି ସେ ଅସୁସ୍ଥ ଥିବା ବେଳେ ତାଙ୍କର ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ହେଲେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ରାଜପାଲ ଯାଦବ ଥାଇଲ୍ୟାଣ୍ଡରେ ଥିବା ବେଳେ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ଖବର ପାଇ ସେ ଗତକାଲି ଦିଲ୍ଲୀରେ ପହଞ୍ଚିଥିଲେ। ତେବେ ନିକଟରେ ରାଜପାଲ ଯାଦବ ଓ ଅନ୍ୟ କଳାକାରଙ୍କୁ ହତ୍ୟା ଧମତ ମିଳିଥିଲା । 

କୁହାଯାଉଛି ଯେ ତାଙ୍କର ଅନ୍ତିମ ସଂସ୍କାର ତାଙ୍କ ଜନ୍ମସ୍ଥାନ ଶାହଜାହାନପୁର କରାଯିବ । ରାଜପାଲ ଯାଦବଙ୍କୁ ବୁଧବାର ଦିନ ହତ୍ୟା ଧମକ ମିଳିଥିଲା । ତାଙ୍କ ସହିତ ସୁଗନ୍ଧା ମିଶ୍ରା , ରେମୋ ଡ଼ିସୁଜା ଓ କପିଲ ଶର୍ମାଙ୍କୁ ମଧ୍ୟ ହତ୍ୟା ଧମତ ମିଳିଥିଲା । ଏହି ୪ ଜଣଙ୍ତୁ ପାକିସ୍ତାନରୁ ଧମକ ମିଳିଥିଲା । ଧମକ ମିଳିଥିବା ଇମେଲ୍‌ରେ ବିଷ୍ଣୁ  ଲେଖା ହୋଇଥିଲା । ଯାହାକୁ ନେଇ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଏହି ଧମକ ଆସିଥିବା ନେଇ ସନ୍ଦେହ କରାଯାଉଛି ।  ଧମକ ମିଳିବା ପରେ ରାଜପାଲ ଯାଦବ ଅମ୍ବୋଲି  ପୋଲିସ ଷ୍ଟେସନ ଓ ସାଇବର କ୍ରାଇମ ଡିପାର୍ଟମେଣ୍ଟରେ ଅଭିଯୋଗ କରିଥିବା କହିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.