ପ୍ରମୂଖ ଖବର
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପଟ୍ଟାମୁଣ୍ଡାଇରେ ଅଘଟଣ, ଦୋକାନରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ

Published By : Anindita Ratha | February 9, 2025 10:29 AM

ଭୁବନେଶ୍ବର,୦୯/୦୨:  ପଟ୍ଟାମୁଣ୍ଡାଇରେ ଅଘଟଣ । ଦୋକାନରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ । ଏମିତି ଦୁଖଃଦ ଘଟଣା ଘଟିଛି ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ବକ୍ତାରପୁର ଛକରେ ।  ଆଜି ସକାଳେ ଦୋକାନ ଖୋଲି ଧୂପ ଦେବା ପରେ ପାଖରେ ବିକ୍ରି କରିବାକୁ ରଖିଥିବା ପେଟ୍ରୋଲରେ ନିଆଁ ଲାଗି ଚାରିଆଡକୁ ବ୍ୟାପି ଯାଇଥିଲା ।

 ଫଳରେ ନିଆଁ ଜୋରରେ ଲାଗିବାରୁ ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଫୋନ କରଥିଲେ । ଦୀର୍ଘ ଦୁଇଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲା । ଏହାପରେ ଦୋକାନ ଭିତରୁ ଦୋକାନୀ ମାଲିକାଣିଙ୍କ କମଳା ସାହୁଙ୍କ ଦଗ୍ଧ ଦେହ ଉଦ୍ଧାର କରାଯାଇଥିଲ।  ତେବେ ଏହି ଘଟଣାକୁ ନେଇ  ସମଗ୍ର ଅଞ୍ଚଳ  ଶୋକର ଛାୟା ଖେଳି ଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.