ପ୍ରମୂଖ ଖବର
  • କଂଗ୍ରେସ ବିଧାୟକ ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ, ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

କାନ୍ଥିଭଉଁରୀ ଜଙ୍ଗଲରେ ଭୟାଭୟ ଅଗ୍ନିକାଣ୍ଡ; ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

Published By : Bijay Swain | March 7, 2025 5:50 PM

ଭୋଗରାଇ, ୦୭/୦୩: ଭୋଗରାଇ ବ୍ଲକ କାନ୍ଥିଭଉଁରୀ ପଞ୍ଚାୟତ ସେହି ଗ୍ରାମର ଥିବା ଗ୍ରାମ ଜଙ୍ଗଲ ଭିତରେ ଭୟାଭୟ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ଗ୍ରାମର ଲୋକ ଜଙ୍ଗଲ ରେ ନିଆଁ ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। 

ଖବର ପାଇ ଭୋଗରାଇ ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ୍ତ କରିଥିବା ବେଳେ କେମିତି ଜଙ୍ଗଲ ରେ ନିଆଁ ଲାଗିଲା ତାକୁ  ନେଇ କୌଣସି ସ୍ପଷ୍ଟ ସୂଚନା ନମିଳିଥିବା ବେଳେ ଅଗ୍ନିଶମ ବିଭାଗ ଆରମ୍ଭ କରିଛି ତଦନ୍ତ। ତଦନ୍ତ ପ୍ରକ୍ରିୟା ସରିଲେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିବ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ମିଳିଛି। 

ଜଙ୍ଗଲରେ ଏଭଳି ନିଆଁ ଲାଗିଥିବା ବେଳେ ଗ୍ରାମର ଲୋକ ମାନେ ଭୟବିତ ଅବସ୍ଥାରେ ରହିଛନ୍ତି। ଜଙ୍ଗଲକୁ ଲାଗି ବୋହୁ ଲୋକ ମାନେ ବସବାସ କରୁଥିବା ବେଳେ ଏଭଳି ନିଆଁ ଦେଖି ଲୋକେ ମାନେ ଭୟଭିତ ରହିଥିବା ବେଳେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିବା ପରେ ଲୋକଙ୍କ ଭିତରେ ଟିକିଏ ଆସ୍ବସ୍ତି ଆସିଥିବା ଦେଖିବାକୁ ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.