ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଫାଲକୋନାମା ଏକ୍ସପ୍ରେସରେ ଲାଗିଲା ନିଆଁ

Published By : Gurupada Nath | May 30, 2025 8:55 PM

ଖନ୍ତାପଡ଼ା, ୩୦/୫ : ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ରେଳ ଷ୍ଟେସନ ଦେଇ ଆଜି ଅପରାହ୍ନ ୨ ଟା ସମୟରେ ସିକନ୍ଦ୍ରାବାଦ ହାୱଡ଼ା ଅଭିମୁଖେ ଗାଡ଼ି ନଂ ୧୨୭୦୪ଫାଲକୋନାମା ଏକ୍ସପ୍ରେସ ଯାଉଥିବାବେଳେ କୌଣସି କାରଣ ବଶତଃ ପଛ ବଗିରେ ନିଆଁ ଲାଗି ଯାଇଥିଲା। ଏହାକୁ ଗେଟ୍ ମେକାନିକ ଦେଖି ଖନ୍ତାପଡ଼ା ରେଳ ଷ୍ଟେସନ ମାଷ୍ଟରଙ୍କୁ ଅବଗତ କରାଇଥିଲେ। ଘଟଣା ବିଷୟରେ ଜାଣି ଖନ୍ତାପଡ଼ା ରେଳ ଷ୍ଟେସନରେ ଟ୍ରେନକୁ ଅଟକ ରଖି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିବା ପ୍ରାପ୍ତ ସୂଚନାରୁ ଜଣା ପଡ଼ିଛି। 

ଏହି ଘଟଣାରେ କୌଣସି ଯାତ୍ରୀଙ୍କର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ଖନ୍ତାପଡ଼ା ରେଳ ଷ୍ଟେସନରେ ହାରାହାରି ୪୫ମିନିଟ ପାଖାପାଖି ଟ୍ରେନଟି ଛିଡ଼ା ହେବା ପରେ ଗନ୍ତବ୍ୟ ପଥରେ ଯାଇଥିଲା। ତେବେ ଗେଟ୍ ମେକାନିକ ଏବଂ ଲୋକ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ପାଇଁ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଥିବା ସାଧାରଣରେ ଆଲୋଚନା ହେଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.