ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମାଲ ଗାଡ଼ି ଟ୍ରେନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

Published By : Harapriya Sethi | November 28, 2024 10:43 AM

କିରୁଣ୍ଡାଲ,୨୮/୧୧: କୋରାପୁଟ_ଭିଶାଖାପାଟଣା ରେଳପଥରେ ଅଗ୍ନିକାଣ୍ଡ । ମାଛକୁଣ୍ଡ ଷ୍ଟେସନ ନିକଟରେ ବୈଚେଲିରୁ ଲୁହାପଥର ନେଇ ବିଶାଖାପାଟଣା ଯାଉଥିବା ଟ୍ରେନ୍‌ରେ ଲାଗିଲା ନିଆଁ । ନିଆଁ ଲାଗିବା ଯୋଗୁଁ କୈାଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । 

ସୂଚନା ମୁତାବକ, ଏକ ମାଲବାହୀ ଟ୍ରେନ୍‌ ବୈଚେଲିରୁ ବିଶାଖାପାଟଣା ଲୁହାପଥର ନେଇ ଯାଉଥିଲେ । ଏହି ସମୟରେ ମାଛକୁଣ୍ଡ ଷ୍ଟେସନ ନିକଟରେ ମାଲ ଗାଡ଼ି ତଳେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ରେଳ କର୍ମଚାରୀ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ନନ୍ଦପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ନିଆଁ ଲାଗିବା ଯୋଗୁ କୈାଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.