ପ୍ରମୂଖ ଖବର
  • ଗଞ୍ଜାମ : ନିମପଦର ଗାଁରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପୂର୍ବ ଶତ୍ରୁତାରୁ ହୋଇଥିବା ସନ୍ଦେହ
  • ||
  • ଯାଜପୁର : ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ
  • ||
  • ଖଲ୍ଲିକୋଟ : ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ
  • ||
  • ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା
  • ||
  • କାମାକ୍ଷାନଗର : ଟ୍ରେନ୍‌ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଦୁଇ ମହଲା ଛାତ ଉପର ଚଢି ଲୁଟ୍‌ ଉଦ୍ୟମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ହଟହଟା, ମହିଳାଙ୍କୁ ଗିରଫ କରି ନେବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ
  • ||
  • ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା, ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
  • ||
  • ଖଲ୍ଲିକୋଟ : କାଳୀ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି, ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଲମତାପୁଟ : ଲଗାଣ ବର୍ଷା ପରେ ଫେରିଲା ଶୀତ, ଚାଷ କାମରେ ବାଧକ ସାଜୁଛି ପାଗ ପରିବର୍ତ୍ତନ
  • ||
  • ଆଠମଲ୍ଲିକ : ଘାଟିରେ ଓଲଟିଲା ମିନିଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ହେଲ୍ପର ଏବଂ ଡ୍ରାଇଭର
  • ||
  • ବ୍ରାଜିଲରେ ବିମାନ ଦୁର୍ଘଟଣା: ୧୦ ମୃତ, ୧୫ ଗୁରୁତର
  • ||
  • ମଙ୍ଗଳବାରଠୁ ପୁଣି ବର୍ଷା,୨୫ରେ ୫ ଜିଲ୍ଲାରେ ଭାରୀ ବର୍ଷା ସମ୍ଭାବନା: ନୂଆବର୍ଷରୁ ଶୀତ ବଢ଼ିବ
  • ||
  • ଭୁବନେଶ୍ୱର : ଯୁବକଙ୍କୁ ଆକ୍ରମଣ କଲେ ୪ ଦୁର୍ବୃତ୍ତ, ବାନ୍ଧବୀଙ୍କୁ କରିନେଲେ ଅପହରଣ
  • ||

ବାହାନଗା ଷ୍ଟେସନ ନିକଟରେ ପୁଣି ଅଘଟଣ, ଟ୍ରେନରେ ଲାଗିଲା ନିଆଁ

Published By : Prameya | December 23, 2024 12:37 PM

ସୋର, ୨୩/୧୨ : ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ। କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ। ଟ୍ରାକ୍‌ରେ ଦୁଇ ଘଣ୍ଟାରୁ ଉର୍ଦ୍ଧ୍ଵ ସମୟ ଧରି ଅଟକିଲା ଟ୍ରେନ୍। ବାଲେଶ୍ଵର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ପୁଣି ଅଘଟଣ। 

ସୂଚନାନୁଯାୟୀ, ବାହାନଗା ଷ୍ଟେସନ ନିକଟରେ ପୁଣି ଅଘଟଣ ଘଟିଛି। ଏକ କୋଇଲା ବୋଝେଇ ଟ୍ରେନ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଥିବା ଦେଖି ଗାର୍ଡ ଟ୍ରେନ୍‌କୁ ଅଟକାଇ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। କେଉଁ କାରଣରୁ ନିଆଁ ଲାଗିଲା ତାହା ଅସ୍ପଷ୍ଟ ରହିଛି। ଅଗ୍ନିକାଣ୍ଡ ଯୋଗୁଁ ଟ୍ରେନ୍‌ଟି ଦୁଇ ଘଣ୍ଟାରୁ ଉର୍ଦ୍ଧ୍ଵ ସମୟ ଧରି ଅଟକି ରହିଥିବା ଜଣାପଡ଼ିଛି। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.