ପ୍ରମୂଖ ଖବର
  • ବାଲେଶ୍ବରରେ ଗାଡ଼ି ସାଇଡ୍ ମାରିବାରୁ ଗୁଳିମାଡ଼, ଜଣେ ଆହତ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ, ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା
  • ||
  • IAS ସ୍ତରରେ ଅଦଳବଦଳ, ସମର୍ଥ ବର୍ମା ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ
  • ||
  • ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାର ହତ୍ୟା ଘଟଣା, ଅଭିଯୁକ୍ତକୁ ଧରି ସିନ୍ ରିକ୍ରିଏସନ୍ କଲା ପୋଲିସ
  • ||
  • ଖୋଲିବ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ପେଡି: ରାଜାଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ
  • ||
  • ଭୁବନେଶ୍ୱର ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍
  • ||
  • ଗାଜାରେ ଇସ୍ରାଏଲର ବଡ ଏୟାରଷ୍ଟ୍ରାଇକ୍, ୨୦୦ ମୃତ
  • ||
  • ବଦଳିବ ମେଟ୍ରୋ ରେଳ ପ୍ରକଳ୍ପର ଡିପିଆର୍, ତ୍ରିଶୁଳିଆ ନୁହେଁ କଟକ ଯାଏ ବିସ୍ତୃତ ହେବ ମେଟ୍ରୋ କରିଡର
  • ||
  • ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍, ପରିବାରବର୍ଗଙ୍କର ହେଲା ବୟାନ ରେକର୍ଡ
  • ||
  • ଆମେରିକାର ଫ୍ଲୋରିଡାରେ ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
  • ||
  • ୨୪ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ମିଳିବନି ବ୍ୟାଙ୍କ ସେବା
  • ||
  • ସ୍ୱର୍ଗଦ୍ୱାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ହୋଲି ଖେଳ ପରେ ନଦୀ ନିକଟରେ ମୁତୟନ ରହିଲେ ଅଗ୍ନିଶମ ବାହିନୀ

Published By : Prameya | March 15, 2025 8:02 PM

ଛତ୍ରପୁର, ୧୫।୩ ହୋଲି ଖେଳ ପରେ ଗଞ୍ଜାମ ଜ଼ିଲ୍ଲାରେ ଥିବା ସମୁଦ୍ର, ଋଷିକୂଲ୍ୟା ନଦୀ ଏବଂ ତାମ୍ପରା ହ୍ରଦରେ ଲୋକେ ଗାଧୋଇବାକୁ ପସନ୍ଦ କରିଥାନ୍ତି। ବିଶେଷକରି ବିଭିନ୍ନ ସମୟରେ ଋଷିକୂଲ୍ୟା, ସମୁଦ୍ର ଓ ତାମ୍ପରାରେ ବହୁ ଲୋକେ ବୁଡ଼ିଯାଇ ସେମାନଙ୍କ ମୃତ୍ୟୁ ହେବାର ନଜିର ଅଛି ।  ଉଦ୍ଧାର କାର୍ଯ୍ୟ ପାଇଁ   ଗାଧୋଇବା ତୁଠ ନିକଟରେ ଅଗ୍ନିଶବ ବାହିନୀ ମୃତୟନ ରହିଥିଲେ। 

ଛତ୍ରପୁର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଆର୍ଯ୍ୟପଲି ନିକଟ ସମୁଦ୍ର ବେଳାଭୂମି, ବଟେଶ୍ୱର ମନ୍ଦିର ନିକଟ ସମୁଦ୍ର ବେଳାଭୂମି,ଋଷିକୂଲ୍ୟା ନଦୀ ମୁହାଁଣ, ତାମ୍ପରା ହ୍ରଦ, ଋଷିକୂଲ୍ୟା ନଦୀ କଂସାରୀ ଗଣ୍ଡକୁ ବ୍ଲାକ ସ୍ପଟ ଭାବେ ଚି଼ହ୍ନଟ କରାଯାଇଥିଲା । ହୋଲି ଖେଳ ପରେ ଏହି ସବୁ ସ୍ଥାନରେ ଲୋକେ ଗାଧୋଇବାକୁ ଯିବେ। ଏନେଇ ଲୋକଙ୍କୁ ସତର୍କ କରିବା ସହ ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ କେନ୍ଦ୍ର ର ୫ ଟି ଟିମ ମୃତୟନ ରହିଥିଲେ।, ବୋଟ, କ୍ୟାମେରା ଆଦି ନେଇ ମୁତୟନ ରହିଥିଲେ ବୋଲି ଛତ୍ରପୁର ଅଗ୍ନିଶମ କେନ୍ଦ୍ର ର ଆସିଷ୍ଟାଣ୍ଟ ଫାୟାର ଅଫିସର ଧନଞ୍ଜୟ ମଲିକ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.