ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ସୋର, ୮।୬ କୋଇଲା  ବୋଝେଇ ଟ୍ରେନ  ବଗିରେ ଲାଗିଛି ନିଆଁ l ୪ଟି ବଗିରେ ଲାଗିଛି ନିଆଁ।  ସୋର ଷ୍ଟେସନରେ ଅଟକିଛି ଟ୍ରେନ। ସୋର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି। 

 କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ହଠାତ ୪ଟି ବଗିରେ ନିଆଁ ଲାଗିଯାଇଥିଲା। ଫଳରେ ସୋର ଷ୍ଟେସନରେ ଟ୍ରେନଟି ଅଟକି ରହିଛି। lସୋର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି।   ନିଆଁ ଆୟତ୍ତ ପରେ ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିବ ଟ୍ରେନ l ସନ୍ଧ୍ୟା ଛଅଟାରୁ ଅଟକିଛି କୋଇଲା ବୋଝେଇ ଟ୍ରେନ l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.