ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ମୋ ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ, ୨୮/୦୬ : ମୋ ବସ୍‌ରେ ଅଗ୍ନିକାଣ୍ଡ। କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ଘଟିଛି ଏହି ଅଘଟଣ। ତେବେ ବସ୍‌ରେ ନିଆଁ ଲାଗିବା ବେଳେ କୌଣସି ଯାତ୍ରୀ ନଥିଲେ। ଯାହାଫଳରେ ଏକ ବଡ଼ ଧରଣର ଅଘଟଣ ଅଳ୍ପକେ ବର୍ତ୍ତି ଯାଇଛି। ବସ୍‌ଟି ସମ୍ପୂର୍ଣ୍ଣ ଭାବେ ପୋଡି ଯାଇଥିବା ସୂଚନା ମିଳିଛି। ତେବେ ବସ୍‌ରେ କିଭଳି ନିଆଁ ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି କୁହାଯାଉଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.