ପ୍ରମୂଖ ଖବର
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ରାଜଧାନୀରେ ପତିଆରା ପାଇଁ ଚାଞ୍ଚଲ୍ୟ ଖେଳାଇଲେ ୪ ଦୁର୍ବୃତ୍ତ, ବୁଲିଲା ଖଣ୍ଡା ଫୁଟିଲା ଗୁଳି

ଭୁବନେଶ୍ଵର, ୦୮/୦୭ : ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ଵର ଗଧିଆଖାଲ ଅଞ୍ଚଳରେ ପତିଆରା ପାଇଁ ଆତଙ୍କ ଖେଳାଇଲେ ୪ ଦୁର୍ବୃତ୍ତ। ଖଣ୍ଡା ଚୋଟ ଏବଂ ଗୁଳି ମାଡ଼ରେ ଭାଙ୍ଗିଲା ଗାଡ଼ି। ଫଲ୍ସ ଫାଇରିଂ ବେଳେ ଅଳ୍ପକେ ବର୍ତିଲେ ଯୁବକ। 

ସୂଚନାନୁଯାୟୀ, ରବିବାର ଭୁବନେଶ୍ଵର ଗଧିଆଖାଲ ଅଞ୍ଚଳରେ ପତିଆରା ପାଇଁ ୪ ଦୁର୍ବୃତ୍ତ ଆତଙ୍କ ଖେଳାଇଛନ୍ତି। ବ୍ଲାଙ୍କ୍ ଫାଇରିଂ କରି ସର୍ବସାଧାରଣରେ ଖଣ୍ଡା ବୁଲାଇଛନ୍ତି। ଯାହାଫଳରେ ଅରବିନ୍ଦ କଲୋନୀବାସୀ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ତେବେ ଦୁର୍ବୃତ୍ତମାନେ କିଏ ଏବଂ କାହିଁକି ଏଭଳି ଆତଙ୍କ ଖେଳାଇଛନ୍ତି ତାହା ଅସ୍ପଷ୍ଟ ରହିଛି। ସେପଟେ ସିସିଟିଭି ଆଧାରରେ ଅପରାଧୀଙ୍କୁ ଧରିବା ପାଇଁ ସ୍ପେଶାଲ୍ ସ୍କ୍ଵାର୍ଡ ଏବଂ ବଡ଼ଗଡ଼ ଥାନା ପୋଲିସ ଚଢାଉ ଜାରି ରଖିଛି। ଏହି ଘଟଣା ପରେ ପୋଲିସର ସନ୍ଧ୍ୟାକାଳୀନ ପାଟ୍ରୋଲିଂ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.