ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଶ୍ରୀକ୍ଷେତ୍ରରେ କାଳବୈଶାଖୀ ପ୍ରଭାବ, ଓଲଟା ଉଡ଼ିଲା ଛାଉଣୀ ମଠର ବାନା

Published By : Harapriya Sethi | March 23, 2025 1:54 PM

ଭୁବନେଶ୍ୱର, ୨୩/୦୩: କାଳବୈଶାଖୀ ପ୍ରଭାବରେ ପୁରୀ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ । ରବିବାର ଭୋର ସମୟରେ ଉତ୍ତର ଦିଗରୁ ଦକ୍ଷିଣ ଦିଗକୁ ପବନ ବହିଲା। ଉତ୍ତରା ପବନରେ ନୀଳଚକ୍ର ପତିତପାବନ ବାନା ସେହି ଦିଗରେ ଉଡିଲା କିନ୍ତୁ ତଳଭାଗର ବାନା ଅର୍ଥାତ ଛାଉଣୀ ମଠର ବାନା କିଛି ସମୟ ଧରି ଦକ୍ଷିଣ ଦିଗରୁ ଉତ୍ତର ଦିଗକୁ ଉଡିଥିଲା । ଯାହାକୁ ନେଇ ଏବେ ଲୋକଙ୍କ ମନରେ ଅନେକ ପ୍ରଶ୍ନ ଉଠୁଛି ।

ପତିତପାବନ ବାନା ଗୋଟିଏ ଦିଗରେ ଉଡୁଥିବା ବେଳେ ଛାଉଣୀ ମଠର ବାନା ଅନ୍ୟ ଦିଗରେ ଉଡିଥିଲା। ଅର୍ଥାତ ଉପର ପଟେ ପବନର ବେଗ ଓ ଗତି ଓ ତଳପଟେ ପବନର ଗତି କିଛ ସମୟ ଧରି ଭିନ୍ନ ଦେଖିବାକୁ ମିଳିଥିଲା । କିଛି ସମୟ ଏଭଳି ଉଡିବା ପରେ ଏହା ଗୋଟିଏ ଦିଗରେ ଉଡିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.