ପ୍ରମୂଖ ଖବର
  • ମହୁଆରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ତେଜ ପ୍ରତାପ ଯାଦବ
  • ||
  • ଟ୍ରମ୍ପ ପ୍ରଶାସନର ମନମାନୀ, ବାଧ୍ୟ ହୋଇ ନାସାରୁ ଚାକିରି ଛାଡ଼ିବେ ୩୮୭୦ କର୍ମଚାରୀ
  • ||
  • ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ବ୍ୟାପକ ସଂଶୋଧନ ଲାଗି ବିଜେପିର ଦାବି
  • ||
  • ଯୁଯୁମୁରା ଦେବଝରଣ ଜଳପ୍ରପାତରେ ବୁଡି ୨ ଡାକ୍ତରୀ ଛାତ୍ରଛାତ୍ରୀ ମୃତ
  • ||
  • ଗୟାଜୀରେ ଗ୍ୟାଙ୍ଗରେପ୍ ! ହୋମଗାର୍ଡ ଆଶାୟୀଙ୍କୁ ଆମ୍ବୁଲାନ୍ସରେ ଗଣଦୁଷ୍କର୍ମ ଅଭିଯୋଗ
  • ||
  • କଟକ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚାକିରି ଦେବାକୁ କହି ଠକେଇ, ଜଣେ ଗିରଫ
  • ||
  • ସଫେଇ କର୍ମଚାରୀଙ୍କୁ ବଡ଼ ଭେଟି : ୧୦ ଲକ୍ଷର ଜୀବନବୀମା, କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ
  • ||
  • ଦୁଇ ଦଶନ୍ଧି ପରେ ଚିନ୍ତାର କାରଣ ପାଲଟିଛି ଚିକନଗୁନିଆ, ଭାରତ ପାଇଁ କେତେ ବିପଦ ?
  • ||
  • ବିଜେଡ଼ି ଆଣିବ ଅନାସ୍ଥା ପ୍ରସ୍ତାବ ! ଇଙ୍ଗିତ ଦେଲେ ବରିଷ୍ଠ ବିଧାୟକ ଅରୁଣ ସାହୁ
  • ||
  • ଟେଷ୍ଟରୁ ସନ୍ନ୍ୟାସ ନେଇପାରନ୍ତି ଯଶପ୍ରୀତ ବୁମ୍‌ରା ! ସାମ୍ନାକୁ ଆସିଲା ବଡ଼ କାରଣ
  • ||
  • ଯାଜପୁର : ହୋଟେଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ଟଳିଲେ ୩ ନକ୍ସଲ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

ଜଳକା ନଦୀରେ ପୁଣି ବନ୍ୟା : ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ, ଚାଷ ଜମିରେ ଲହଡ଼ି ମାରୁଛି ବନ୍ୟା ପାଣି

Published By : Rasmita Pradhan | July 26, 2025 11:00 AM

ଜଳେଶ୍ଵର, ୨୬/୦୭ : ଉପରମୁଣ୍ଡରେ ପ୍ରବଳ ଲଘୁଚାପ ବର୍ଷା ଯୋଗୁଁ ଜଳକା ନଦୀରେ ବନ୍ୟା। ବସ୍ତା ମାଥାନି ଠାରେ ସତର୍କ ସୂଚନା ଉପରେ ପ୍ରବାହିତ ହେଉଛି ବନ୍ୟା ପାଣି। ମାଥାନି ଠାରେ ବିପଦ ସଙ୍କେତ ୬. ୫୦ମିଟର ଥିଲାବେଳେ ସକାଳ ୭ଟା ସୁଦ୍ଧା ବନ୍ୟା ଜଳ ୬. ୮୦ ମିଟର ଉପରେ ପ୍ରବାହିତ ହେଉଛି। ବନ୍ୟା ଆସିବା ଫଳରେ ବସ୍ତା ବ୍ଲକର ୭ଟି ପଞ୍ଚାୟତ ଓ ସଦର ବ୍ଲକର ୨ଟି ପଞ୍ଚାୟତ ପ୍ରଭାବିତ ହୋଇଛନ୍ତି। ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଚାଷ ଜମିରେ ବନ୍ୟା ପାଣି ଲହଡ଼ି ମାରୁଛି। 

ଉପର ମୁଣ୍ଡର ଶୁଳିଆପଦା, ମୁରୁଡ଼ା, ରାସଗୋବିନ୍ଦ ବ୍ଲକରେ ପ୍ରବଳ ବର୍ଷା ଫଳରେ ଜଳକା ନଦୀରେ ବନ୍ୟା ଆସିଛି। ଫଳରେ ବସ୍ତା ବ୍ଲକର ୭ଟି ପଞ୍ଚାୟତ ମଥାନୀ, ବାହାର୍ଦା, ଦରଡ଼ା, ମୁକୁଳିଶି, ଚକୁରାଇ, ସଦାନନ୍ଦପୁର, ପତ୍ରଝଡା ସହିତ ସଦର ବ୍ଲକର ୨ଟି ପଞ୍ଚାୟତ ରସଲପୁର ଓ ଶ୍ରୀରାମପୁର ଆଦି ପଞ୍ଚାୟତରେ ବନ୍ୟା ପାଣି ପଶିଛି। ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ତଳିଆ ଅଞ୍ଚଳ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବନ୍ୟା ଆସିବା ଫଳରେ ବସ୍ତା ଓ ମାଥାନି ରାସ୍ତା ଉପରେ ୪ଫୁଟ ଉଚ୍ଚର ପାଣି ଚାଲୁଛି। ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.