ପ୍ରମୂଖ ଖବର
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ

Published By : Harapriya Sethi | July 7, 2025 11:14 AM

ଭଦ୍ରକ,୦୭/୦୭: ଭଦ୍ରକ ଜିଲ୍ଲାରେ ବୈତରଣୀ ନଦୀରେ ଜଳସ୍ତର ସତର୍କ ସଙ୍କେତ ଉପରେ ଓ ବିପଦ ସଂକେତ ତଳେ ପ୍ରବାହିତ ହେଉଛି । ତେବେ ଏପର୍ଯ୍ୟନ୍ତ ବୈତରଣୀ ନଦୀରେ ବନ୍ୟା ଜଳ ସ୍ଥିର ରହିଛି । ଆଖୁଆପଦା ଆନିକଟଠାରେ ବିପଦ ସଂକେତ ତଳେ ଓ ସତର୍କ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୧୮.୩୩ ଥିବାବେଳେ ଏବେ ପର୍ୟ୍ୟନ୍ତ ୧୮.୦୭ ମିଟରରେ ପ୍ରବାହିତ ହେଉଛି ବୈତରଣୀ । ଆଖୁଆପଦା ଠାରେ ସତର୍କ ସଂକେତ ହେଉଛି ୧୭.୮୩ ମିଟର । ତେବେ ଉପରମୁଣ୍ଡରେ ବୈତରଣୀରେ ଜଳସ୍ତର କମୁଥିବା ଯୋଗୁଁ ଆନିକଟ ଠାରେ ଜଳସ୍ତର କମ୍ ହେବ ବୋଲି ଆଖୁଆପଦା କଣ୍ଟ୍ରୋଲ ରୁମ୍‌ରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.