ପ୍ରମୂଖ ଖବର
  • ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...
  • ||
  • ପୁଣି ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ ସିବିଆଇ ସ୍ବତନ୍ତ୍ର କୋର୍ଟ...
  • ||
  • ନିଅଣ୍ଟିଆ ସ୍ଥିତିରେ ହୀରାକୁଦ ଜଳସ୍ତର, ଗତବର୍ଷଠାରୁ ୭ ଫୁଟ୍‌ ପାଣି କମ୍‌
  • ||
  • ୟୁଜିସି ନେଟ୍‌ ତାରିଖ ଘୋଷଣା କଲା ଏନ୍‌ଟିଏ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ପରୀକ୍ଷା
  • ||
  • ଅମରନାଥ ଯାତ୍ରା ଆରମ୍ଭ, ଅଗଷ୍ଟ ୧୯ ଯାଏ ଚାଲିବ, ପ୍ରଥମେ ଗଲେ ୪ ହଜାରରୁ ଅଧିକ ଯାତ୍ରୀ
  • ||
  • ବାରବାଡୋସ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ଫାଇଟ୍,ସଫଳ ହେବ ୧୭ ବର୍ଷର ଅପେକ୍ଷା
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

୨ ହାତୀ ଦାନ୍ତ ଜବତ, ୧୦ ଗିରଫ

ରାଉରକେଲା, ୨୨।୫ :  ବାଙ୍କୀ ଫରେଷ୍ଟ ରେଞ୍ଜ କେ. ବାଲାଙ୍ଗ ଅଞ୍ଚଳରେ ରାଉରକେଲା ବନ ବିଭାଗର ସ୍ଵତନ୍ତ୍ର ଟିମ୍ ଚଢାଉ କରି ୨ଟି ହାତୀ ଦାନ୍ତ ଜବତ କରିବା ସହ ୧୦ ଜଣଙ୍କୁ ଗିରଫ କରିଛି।  ଗୋଟିଏ ହାତୀ ଦାନ୍ତ ୨୪ ଇଞ୍ଚର ହୋଇଥିବା ବେଳେ ଅନ୍ୟଟି ୨୨ ଇଞ୍ଚର  ରହିଛି। ହାତୀ ଦାନ୍ତର ଆନୁମାନିକ ମୂଲ୍ୟ ୪  ଲକ୍ଷ ଟଙ୍କା ହେବ। ଏନେଇ ବନବିଭାଗ ପକ୍ଷରୁ  ଅଧିକ ତଦନ୍ତ ଚାଲିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.