ପ୍ରମୂଖ ଖବର
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ମୃତ୍ୟୁ, ୩୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya | May 24, 2025 11:28 AM

ଭୁବନେଶ୍ଵର, ୨୪/୦୫ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ଗୁଳିରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ମୃତ୍ୟୁ ଘଟଣା। ପ୍ରାଣହାନୀ ସମ୍ପର୍କରେ ଜାଣି ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ୩୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁଯାୟୀ, କାମାକ୍ଷାନଗର ଥାନା ଜିରିଡାମାଳି ଗାଁର ପ୍ରହଲ୍ଲାଦ ପ୍ରଧାନ ହିନ୍ଦୋଳ ଫରେଷ୍ଟ ସେକ୍ସନରେ ଫରେଷ୍ଟ ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ବିଳମ୍ବିତ ରାତି ୧୨ଟା ସମୟରେ ରାଜମୋହନପୁର ତାଣ୍ଡିଚିରା ଜଙ୍ଗଲକୁ ପାଟ୍ରୋଲିଂ କରିବାକୁ ଯାଇଥିଲେ। ଏହି ସମୟରେ ଜନ୍ତୁ ଶିକାରୀମାନେ ଗୁଳି ମାରିବାରୁ ପ୍ରହଲ୍ଲାଦଙ୍କ ଛାତିରେ ବାଜିଥିଲା। ସେ ଘଟଣା ସ୍ଥଳରେ ଟଳି ପଡ଼ିଥିଲେ। ସାଥୀ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ୪ ଶିକାରୀଙ୍କୁ ବନ ବିଭାଗ ଅଟକ ରଖି ତଦନ୍ତ ଚଳାଇଛି।

ଏହି ଖବରଟିକୁ ପଢନ୍ତୁ-ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ, ୪ ଶିକାରୀ ଅଟକ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.