ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ପାଟ୍ରୋଲିଂ ବେଳେ ଦନ୍ତା ହାବୁଡ଼ରେ ପଡ଼ିଲେ ବନ କର୍ମଚାରୀ, ଶୁଣ୍ଢରେ ଟେକି କଚାଡ଼ିଦେଲା ହାତୀ

କରଞ୍ଜିଆ, ୨୮/୬ : ହାତୀ ଆକ୍ରମଣରେ ବନ କର୍ମଚାରୀ ଗୁରୁତର। ଶିମିଳିପାଳ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡ ଭଞ୍ଜବସା ରେଞ୍ଜ୍ ଅଞ୍ଚଳରେ ଗୁରୁବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଟି.ପି.ଏଫ.କର୍ମୀ ଏକ ହାତୀ ହାବୁଡ଼ରେ ପଡି ଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଧରି କଚାଡି ଦେବାରୁ କର୍ମୀ ଜଣକ ଗୁରୁତର ହୋଇପଡ଼ିଥିଲେ। 

ଗୁରୁତର ଟି.ପି.ଏଫ କର୍ମୀ ଜଣଙ୍କ ହେଉଛନ୍ତି ଗୋବର୍ଦ୍ଧନ ନାୟକ। ତାଙ୍କୁ ସହକର୍ମୀମାନେ ସେଠାରୁ ଉଦ୍ଧାର କରି ସଙ୍ଗେସଙ୍ଗେ ବନବିଭାଗ ଗାଡ଼ିରେ ଚିକିତ୍ସା ପାଇଁ ଠାକୁରମୁଣ୍ଡା ଓ ପରେ କରଞ୍ଜିଆ ମେଡ଼ିକାଲରେ ଭର୍ତ୍ତି କରିଥିଲେ।ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.