ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ନିଆଁ ଲିଭାଇବାକୁ ଯାଇଥିବା ବେଳେ ଅଘଟଣ; ଭାଲୁ ଆକ୍ରମଣ ରେ ବନପାଳ ଗୁରୁତର

Published By : Bijay Swain | March 8, 2025 12:28 AM

ଭଞ୍ଜନଗର,୭/୩: ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ ରେ ତାରା ସିଂ ବନପାଳ କଳା ବଦନ ଦାଶ ଗୁରୁତର। ତାରା ସିଂ  ସେକ୍ସନ ବ୍ରହ୍ମଣ ସାହି ଜଙ୍ଗଲ ଏକ ପାହାଡ ଉପରର ନିଆଁ ଲାଗିଥିବା ସେଟ୍ ଲାଇଟ୍ ପଏଣ୍ଟ ରେ ଦେଖିବା ପରେ ନିଜର ସହଯୋଗୀଙ୍କ ସହ ସେ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ନିଆଁ ଲିଭାଇବା ପରେ ସେ ଆଖପାଖ ଇଲାକା ରେ ନାଆଁ ଲାଗିଛି କି ନାହିଁ ଦେଖିବା ବେଳେ ହଠାତ ଏକ ଭାଲୁ ଫରେଷ୍ଟର ଦାଶ ଙ୍କୁ ଆକ୍ରମଣ କରିଥିଲା। 

ଫଳରେ ସେ ଗୁରୁତର ଆହତ ହୋଇଥିବା ସୂଚନା ମିଳୁଛି। ପରେ ଅନ୍ୟ ସହଯୋଗୀମାନେ ଘଟଣାସ୍ଥଳରେ ପହଞ୍ଚି ଭାଲୁଟିକୁ ଘଉଡାଇବା ସହ ଘଟଣାସ୍ଥଳରୁ ଫରେଷ୍ଟର ଦାଶ କୁ ଉଦ୍ଧାର କରି ପାହାଡ ରୁ ତଳକୁ ଖସୁଥିବା ସୂଚନା ରହିଛି। ପରେ ସେଠାରୁ ଭଞ୍ଜନଗର ମେଡିକାଲ କୁ ଅଣାଯିବ। ଘଟଣାସ୍ଥଳରେ ଆମ୍ବୁଲାନ୍ସ ପ୍ରସ୍ତୁତ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.