ପ୍ରମୂଖ ଖବର
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଲାଞ୍ଚ ନେଇ ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ଜୁନିୟର ଆକାଉଣ୍ଟାଣ୍ଟ

ଗଜପତି, ୧୮/୫: ଚାକିରିରୁ ବିଦା ହେଲେ ଶିକ୍ଷା ବିଭାଗର ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ । ଗଜପତି ଜିଲ୍ଲା ଶିକ୍ଷା ବିଭାଗର ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ ବି ଚନ୍ଦ୍ରଶେଖର ବେହେରା ଲାଞ୍ଚ ନେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବା ପରେ ରାଜ୍ୟ ସରକାର ତାଙ୍କୁ  ଚାକିରିରୁ ବହିଷ୍କୃତ କରିଛନ୍ତି।  

ସୂଚନା ମୁତାବକ, ଚନ୍ଦ୍ରଶେଖର ବେହେରା  ଏରିଅର ବିଲ୍ ପ୍ରସ୍ତୁତି ଏବଂ ପାସ୍ ପାଇଁ ଜଣେ ସ୍କୁଲ ଶିକ୍ଷକଙ୍କଠାରୁ ଲାଞ୍ଚ ଦାବି ଏବଂ ଗ୍ରହଣ କରିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏହାପରେ ସେ  ସ୍ୱତନ୍ତ୍ର ବିଚାରପତି ଭିଜିଲାନ୍ସ, ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ୨ ବର୍ଷ ପାଇଁ କଠୋର କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜରିମାନା ଦିଆ ନ ହେଲେ କ୍ଷେତ୍ରରେ ଅଧିକ ୪ ମାସ କାରାଦଣ୍ଡାଦେଶ ଦେଇଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.