ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କୃଷ୍ଣାଙ୍କ ପରଲୋକ, ୯୨ ବର୍ଷ ବୟସରେ ନେଲେ ଅନ୍ତିମ ନିଶ୍ବାସ...

Published By : Prameya | December 10, 2024 7:36 PM

ନୂଆଦିଲ୍ଲୀ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କୃଷ୍ଣାଙ୍କ ସୋମବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ସେ ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ କାମ କରିଛନ୍ତି । ପ୍ରାତଃ ୨.୪୫ ମିନିଟ ସମୟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଗଣମାଧ୍ୟମର ରିପୋର୍ଟ ଅନୁସାରେ ଦିର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ, ଆଉ ଗତ କିଛି ମାସ ହେବ ତାଙ୍କୁ ବାରମ୍ବାର ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡୁଥିଲା। 

ବେଙ୍ଗାଲୁରୁକୁ ଟେକ୍ ରାଜଧାନୀ ଭାବେ ବନାଇବାରେ ଗୁରୁତ୍ବପୂର୍ଣ୍ଣ ଭୁମିକା ନିଭାଇଥିବା କୃଷ୍ଣାଙ୍କ ଜନ୍ମ ୧ ମଇ ୧୯୩୨ରେ ମାଣ୍ଡ୍ୟା ଜିଲ୍ଲାର ସୋମନହଲ୍ଲୀରେ ହୋଇଥିଲା। କଂଗ୍ରେସରେ ଦିର୍ଘ ସମୟ ଧରି ରହିବା ପରେ ନିଜ ରାଜନୈତିକ ଜୀବନର ଶେଷ ସମୟ ବିଜେପିରେ କଟିଥିଲା । ସେ ମୈସୁରର ମହାରାଜା ମହାବିଦ୍ୟାଳୟରୁ ଗ୍ରାଜୁଏସନ ଡିଗ୍ରୀ ହାସଲ କରିଛନ୍ତି ଏବଂ ବେଙ୍ଗାଲୁରୁର ଗଭର୍ଣ୍ଣମେଣ୍ଟ ଲ କଲେଜରୁ ଆଇନରେ ଡିଗ୍ରୀ ହାସଲ କରିଛନ୍ତି । ଆଉ ପରେ ଡଲାସରେ ଦକ୍ଷିଣୀ ମେଥୋଡିଷ୍ଟ ୟୁନିଭରସିଟି ଏବଂ ଜର୍ଜ ଓ୍ବାସିଂଟନ ୟୁନିଭରସିଟିରେ ପଢିବାକୁ ଆମେରିକା ଯାଇଥିଲେ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.