ପ୍ରମୂଖ ଖବର
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ମୁମ୍ବାଇର ପୂର୍ବତନ ପୁଲିସ୍‌ ମହାନିର୍ଦ୍ଦେଶକ ହେବେ ରାଜନେତା, ଆରମ୍ଭ କରିଛନ୍ତି ପ୍ରସ୍ତୁତି

ନୂଆଦିଲ୍ଲୀ,୨୭/୭: ରାଜନେତା ହେବେ ମୁମ୍ବାଇର ପୂର୍ବତନ ପୁଲିସ୍‌ ମହାନିର୍ଦ୍ଦେଶକ । ଏନେଇ ସେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏଥର ବିଧାନସଭା ନିର୍ବାଚନରେ ନିଜ ଭାଗ୍ୟ ପରୀକ୍ଷା କରିବେ ମୁମ୍ବାଇର ପୂର୍ବତନ ପୁଲିସ୍‌ ମହାନିର୍ଦ୍ଦେଶକ ସଞ୍ଜୟ ପାଣ୍ଡେ। ମୁମ୍ବାଇର ବର୍ସୋବା ବିଧାନସଭା ସିଟ୍‌ରୁ ସେ ନିର୍ବାଚନ ଲଢ଼ିବେ।ତେବେ କେଉଁ ପାର୍ଟିରେ ଯୋଗ ଦେବେ, କେଉଁ ଦଳ ଟିକେଟରେ ସେ ମଇଦାନକୁ ଯିବେ ତା’ ଉପରୁ ପରଦା ହଟାଇଛନ୍ତି ଖୋଦ ସଞ୍ଜୟ ପାଣ୍ଡେ । 

ସେ କୌଣସି ପାର୍ଟିରୁ ନୁହେଁ ବରଂ ନିର୍ଦ୍ଦଳୀୟ ଭାବେ ମଇଦାନକୁ ଓହ୍ଲାଇବେ ବୋଲି ଗରମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ସକ୍ରିୟ ରାଜନୀତିକୁ ଓହ୍ଲାଇବାକୁ ଦୀର୍ଘ ସମୟ ହେଲା ଚିନ୍ତା କରୁଥିଲି। ତେଣୁ ଏଥର ବିଧାନସଭା ନିର୍ବାଚନ ଲଢ଼ିବି ବୋଲି ନିଷ୍ପତ୍ତି ନେଇଛି। ଏହି ଅଞ୍ଚଳରେ ମୁଁ ବହୁ ବର୍ଷ ହେଲା ରହି ଆସୁଥିବାରୁ ଏଠାକାର ସବୁ ବର୍ଗ ମୋତେ ସମର୍ଥନ ଜଣାଇବେ ବୋଲି ଆଶା ରଖିଛି। ବୋଲି ସେ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.