ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ଭୁବନେଶ୍ବର,୧୫।୫ : ସାଧାରଣ ନିର୍ବାଚନ ପୂର୍ବରୁ ବ୍ରଜରାଜନଗରରେ ବିଜେପିକୁ ଶକ୍ତ ଝଟକା ଲାଗିଛି। ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବିଜେପି ଛାଡିଛନ୍ତି।  ସେ ନିଜ ଇସ୍ତଫାପତ୍ର  ବିଜେପି ରାଜ୍ୟ ସଭାପତିଙ୍କୁ ପଠାଇଛନ୍ତି। ତେବେ ବିଜେପିରୁ ଇସ୍ତଫା ଦେବା ସହ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସାଂଗଠିନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେସେ ବିଜେଡିରେ ସାମିଲ ହୋଇଛନ୍ତି।

 ୨୦୧୪ରେ ସେ ବ୍ରଜରାଜନଗରରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ ରେ ଟିକେଟ ପାଇଁ ସେ ଆଶାୟୀ ଥିଲେ। କିନ୍ତୁ ବିଜେପି ତାଙ୍କ ପରିବର୍ତେ ସୁରେଶ ପୂଜାରୀଙ୍କୁ  ବ୍ରଜରାଜନଗରରୁ ପ୍ରାର୍ଥୀ କରିଥିଲା। ଏହାକୁ ନେଇ ସେ ଅସନ୍ତୋଷ ଥିଲେ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.