ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ବିବାହ ବନ୍ଧନରେ ବାନ୍ଧି ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ !

Published By : Prameya | March 10, 2025 8:30 PM

ଭୁବନେଶ୍ବର, ୧୦।୩ : ନବରଙ୍ଗପୁରର ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଶେଷରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି l ଆସନ୍ତା ୧୨ ତାରିଖରେ ପ୍ରଦୀପ  ଗୋଆରେ ବିବାହ କରିବେ ବୋଲି ଜଣାପଡିଛି l 

ସେ କାହାକୁ ବାହା ହେବାକୁ ଯାଉଛନ୍ତି ଏ ନେଇ କିଛି  ଜଣାପଡି ନାହିଁ। ପ୍ରଦୀପ ମାଝୀ ଓ ତାଙ୍କ ଅତି ଘନିଷ୍ଠ ୩୦ ରୁ ୩୫ ଲୋକ ହିଁ ବିବାହ ଉତ୍ସବରେ ଯୋଗ ଦେବେ। ପ୍ରଦୀପ ମାଝିଙ୍କ ଘନିଷ୍ଠମାନେ ମଙ୍ଗଳବାର ଗୋଆ ଅଭିମୁଖେ ବାହାରିବେ l ଏହି ବିବାହକୁ ପ୍ରଦୀପ ମାଝୀ ଅତି ଗୋପନୀୟ ରଖିଛନ୍ତି l ଅବଶ୍ୟ ବିବାହ ସମ୍ପନ୍ନ ହେବାପରେ ନବରଙ୍ଗପୁର ଫେରିଲେ ବିବାହ ରିସେପସନ ପାର୍ଟି ଦେବେ ବୋଲି ନବରଙ୍ଗପୁରରେ ଚର୍ଚ୍ଚା ହେଉଛି l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.