ପ୍ରମୂଖ ଖବର
  • ଲମତାପୁଟ : ଡୁଡୁମା ଜଳପ୍ରପାତରେ ଅଘଟଣ , ସୁଟିଂ କରୁଥିବା ବେଳେ ଭାସିଗଲେ ୟୁଟ୍ୟୁବର
  • ||
  • ଯାଜପୁର : ରିଲ୍ସ ବନାଇବା ହେଲା କାଳ, ଝରଣାରେ ବୁଡି ୨ ଯୁବକ ମୃତ
  • ||
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

୩ ଲକ୍ଷରୁ ଅଧିକ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ: ଗଣଶିକ୍ଷା ମନ୍ତ୍ରୀ

Published By : Harapriya Sethi | August 21, 2025 3:03 PM

ଭୁବନେଶ୍ୱର, ୨୧/୦୮: ଓଡ଼ିଶା ସରକାର ୪୫ ହଜାର ପ୍ରାଥମିକ ସ୍କୁଲରେ ପଢ଼ୁଥିବା ୩ ଲକ୍ଷରୁ ଅଧିକ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ ପ୍ରଦାନ କରୁଛନ୍ତି । ଛାତ୍ରଛାତ୍ରୀମାନେ ୟୁନିଫର୍ମ ପାଇଁ ୧୦୦୦ ଟଙ୍କା ପାଇବେ । ଯାହା ଦ୍ୱାରା ସେମାନେ ସ୍କୁଲ ଯିବାକୁ ପ୍ରୋତ୍ସାହନ ମିଳିବ। ସେହିପରି ଆଗାମୀ ଦିନରେ ସେମାନେ 'ଜାଦୁଇ ପିଟାରା' (NCERT ଦ୍ୱାରା) ମଧ୍ୟ ମିଳିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।

କହିରଖୁ କି, ଚଳିତ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସରକାରୀ ବିଦ୍ୟାଳୟର ୪୧ ଲକ୍ଷ ୩୧ ହଜାର ୨୪ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ପାଇଁ ମୁଣ୍ଡ ପିଛା ୬୦୦ ଟଙ୍କା କରାଯାଇଛି । କିନ୍ତୁ ଶିଶୁବାଟିକା ପାଇଁ ସ୍ୱତନ୍ତ୍ର ପାଣ୍ଠି ନଥିବାରୁ ଏଥିପାଇଁ ପାଣ୍ଠି ଅନୁମୋଦନ ଦେବାକୁ ଓସେପା ପକ୍ଷରୁ ଚିଠି ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.