ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସୂଚନା

ମୋହନା, ୧୬/୬ : ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ l ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ l ମୃତକ ହେଲେ ଶଳକ  କୈଳାଶ ନାୟକ l ଖବରପାଇ ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶୀ ବନ୍ଧୁକ ଜବତ କରି ତଦନ୍ତ କରୁଛି l 

ସୂଚନା ଅନୁସାରେ ଗତକାଲି ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ l ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶୀ ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା l କୈଳାଶଙ୍କ ଛାତିରେ ୨ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି l ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.