ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ, ଜିଲ୍ଲାପାଳ ଏବଂ ଶ୍ରୀମନ୍ଦିର ପ୍ରଶାସକ ଉପସ୍ଥିତ

Published By : Rasmita Pradhan | March 13, 2025 8:29 AM

ଭୁବନେଶ୍ଵର, ୧୩/୦୩ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟ ସିଂହ ଦେବ। ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ସେ ଅନୁଧ୍ୟାନ କରିଛନ୍ତି। ଗଜପତି ମହାରାଜ ଗୁଣ୍ଡିଚା ମନ୍ଦିର ମଧ୍ୟ ବୁଲି ଦେଖିଛନ୍ତି। ଏହା ସହ ଅଧାପନ୍ତରିଆ ପ୍ରକଳ୍ପ, ମଠଗୁଡ଼ିକର ପୁନଃରୁଦ୍ଧାର କାର୍ଯ୍ୟ ନିରୀକ୍ଷଣ କରିଛନ୍ତି। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ବୁଲି ଦେଖିଛନ୍ତି। ଗଜପତିଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଭିନ୍ନ ମଠର ମହନ୍ତ, ଜିଲ୍ଲାପାଳ, ଏସପି ଓ ବିସିସି ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

ଗଜପତି କହିଛନ୍ତି ଯେ, ବଡ଼ ଦାଣ୍ଡ ଉନ୍ନୟନ, ଶ୍ରୀ ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର, ରଘୁନାଥ ଲାଇବ୍ରେରୀ, ଆନନ୍ଦ ବଜାର ସହିତ ଭକ୍ତଙ୍କ ପାଇଁ ଅନ୍ନକ୍ଷେତ୍ର ପାଇଁ ସରକାରଙ୍କ ସହ ଆଲୋଚନା କରାଯିବ। ସରକାରୀ ସ୍ତରରେ ଏ ସବୁ ଆଲୋଚନା ହୋଇ କାମ ଦୃତ ଗତିରେ ଆରମ୍ଭ ହେବ।


ଏହି ଖବରଟିକୁ ପଢନ୍ତୁ-ଅସ୍ଥାୟୀ ମଣ୍ଡପ ନିକଟରେ ସ୍ଥାପନ ହେଲା ଶୁଭଖଣ୍ଟି: ଏପ୍ରିଲ ୩ରୁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ୨୮ରେ ଶେଷ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.