ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ରକ୍ତାକ୍ତ ସଂଘର୍ଷର ପାଞ୍ଚ ବର୍ଷ ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଗଲୱାନ, ସରକାର ଆରମ୍ଭ କଲେ ଭାରତ ଋଣଭୂମି ଦର୍ଶନ କାର୍ଯ୍ୟକ୍ରମ

Published By : Harapriya Biswal | July 14, 2025 8:26 PM

ନୂଆଦିଲ୍ଲୀ,୧୪।୭: ପୂର୍ବ ଲଦାଖର ଗଲୱାନରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷକୁ ପାଞ୍ଚ ବର୍ଷ ବିତିଗଲାଣି। ଏଲଏସିରେ ଉତ୍ତେଜନା କିଛିଟା ହ୍ରାସ ପାଇଛି, କିନ୍ତୁ ଉଭୟ ପାର୍ଶ୍ୱରେ ସେନା ମୁତୟନ ପୂର୍ବ ପରି ରହିଛି। ଉଭୟ ପାର୍ଶ୍ୱରେ ସୈନିକଙ୍କ ସଂଖ୍ୟାରେ କୌଣସି ହ୍ରାସ ହୋଇନାହିଁ। ୧୫ ଜୁନ୍ ୨୦୨୦ରାତିରେ ଗାଲୱାନରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଯେଉଁଥିରେ ଭାରତର ୨୦ ଜଣ ସୈନିକ ସହିଦ ହୋଇଥିଲେ ଏବଂ ଚୀନ୍ ମଧ୍ୟ ବହୁ କ୍ଷତି ସହିଥିଲା।

ସୀମା ଅଞ୍ଚଳରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢାଇବା ପାଇଁ ଭାରତ ସରକାର ‘ଭାରତ ରଣଭୂମି ଦର୍ଶନ’ ପୋଗ୍ରମ’ ଆରମ୍ଭ କରାଯାଇଛି। ପୋଗ୍ରାମ ଅନୁସାରେ ଇଷ୍ଟର୍ଣ୍ଣ ଲଦାଖରେ ଗଲଓ୍ବାନକୁ ମଧ୍ୟ ପର୍ଯ୍ୟଟକଙ୍କ ପାଇଁ ଖୋଲିବାର ନିଷ୍ପତ୍ତି ନିଆଯାଇଛି ଓ ଭାରତୀୟ ସେନା, ସ୍ଥାନୀୟ ପ୍ରଶାସନ ସହ ଏହାର ପ୍ରସ୍ତୁତିରେ ଲାଗି ରହିଛି। ଏହି କାମ ନିଜର ଅନ୍ତିମ ପର୍ଯ୍ୟାୟରେ ରହିଛି ଓ ଖୁବ୍ ଶୀଘ୍ର ଗଲୱାନ ପର୍ଯ୍ୟଟକଙ୍କ ପାଇଁ ଖୋଲିଯିବ। 

ଗଲୱାନରେ ରକ୍ତାକ୍ତ ସଂଘର୍ଷ ପରେ ବୀରଗତି ପ୍ରାପ୍ତ କରିଥିବା ସୈନିକଙ୍କୁ ଶ୍ରଦ୍ଧାଞ୍ଜି ଦେବା ଓ ତାଙ୍କର ବୀରତ୍ବ ମନେରଖିବା ପାଇଁ ମେମୋରିଆଏ ତିଆରି କରାଯାଇଛି। ଏହାକୁ ଏବେ ରିନୋଭେଟ୍ କରାଯାଇଛି। ଏହି ସ୍ଥାନରୁ ୧୦୦ କିଲୋମିଟର ଦୂରରେ ଜନବସତି ରହିଛି। ସେଠାର ଶେଷ ଗାଁ ଶ୍ୟୋକ ଗାଁ ରହିଛି। ଏହାକୁ ନେଇ ଗଲୱାନ ପର୍ଯ୍ୟନ୍ତ ରାସ୍ତାରେ ରହିବା ଓ ଖାଇବାର ବନ୍ଦୋବସ୍ତ କରାଯାଉଛି। ଏଥିପାଇଁ ଅସ୍ଥାୟୀ ଷ୍ଟ୍ରକଚର ତିଆରି କରାଯାଉଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.