ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ବାତ୍ୟା ମୁକାବିଲା ନେଇ ଗଞ୍ଜାମ ଜିଲ୍ଲାରେ ପ୍ରସ୍ତୁତି ଜୋରଦାର, ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ଜିଲ୍ଲାପାଳ

Published By : Prameya | October 24, 2024 10:55 AM

ବ୍ରହ୍ମପୁର, ୨୪/୧୦ : ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଜିଲ୍ଲାପାଳ ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖୁଛନ୍ତି। ଗାଈଗୋରୁ, ପଶୁଙ୍କ ପାଇଁ ଗୋଖାଦ୍ୟ ମହଜୁଦ କରି ରଖାଯାଇଛି। ସକାଳୁ ପାଗରେ ପରିବର୍ତ୍ତନ ହୋଇଛି। ହାଲକା ପବନ ସହ ମଝିରେ ମଝିରେ ସାମାନ୍ୟ ଝିପିଝିପି ବର୍ଷା ହେଉଛି। ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ମାର୍କଣ୍ଡି ଗସ୍ତ କରି ସ୍ଥିତି ପରଖିଛନ୍ତି।

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ଦାନା। ଗତ ୬ ଘଣ୍ଟାରେ ୧୨ କିମି ବେଗରେ ବାତ୍ୟା ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୨୬୦ କିମି ଦୂରରେ ରହିଛି। ସେହିପରି ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୨୯୦ କିମି ଦୂରରେ ରହିଛି। ସାଗର ଦ୍ଵୀପର ଦକ୍ଷିଣକୁ ୩୫୦ କିମି ଦୂରରେ ରହିଛି। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ୍ କରିବ। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.