ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ବାତ୍ୟା ମୁକାବିଲା ନେଇ ଗଞ୍ଜାମ ଜିଲ୍ଲାରେ ପ୍ରସ୍ତୁତି ଜୋରଦାର, ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ଜିଲ୍ଲାପାଳ

ବ୍ରହ୍ମପୁର, ୨୪/୧୦ : ସମ୍ଭାବ୍ୟ ବର୍ଷା ଓ ବାତ୍ୟାକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ଜିଲ୍ଲାପାଳ ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖୁଛନ୍ତି। ଗାଈଗୋରୁ, ପଶୁଙ୍କ ପାଇଁ ଗୋଖାଦ୍ୟ ମହଜୁଦ କରି ରଖାଯାଇଛି। ସକାଳୁ ପାଗରେ ପରିବର୍ତ୍ତନ ହୋଇଛି। ହାଲକା ପବନ ସହ ମଝିରେ ମଝିରେ ସାମାନ୍ୟ ଝିପିଝିପି ବର୍ଷା ହେଉଛି। ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ମାର୍କଣ୍ଡି ଗସ୍ତ କରି ସ୍ଥିତି ପରଖିଛନ୍ତି।

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ଦାନା। ଗତ ୬ ଘଣ୍ଟାରେ ୧୨ କିମି ବେଗରେ ବାତ୍ୟା ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୨୬୦ କିମି ଦୂରରେ ରହିଛି। ସେହିପରି ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୨୯୦ କିମି ଦୂରରେ ରହିଛି। ସାଗର ଦ୍ଵୀପର ଦକ୍ଷିଣକୁ ୩୫୦ କିମି ଦୂରରେ ରହିଛି। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ୍ କରିବ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.