ପ୍ରମୂଖ ଖବର
  • ମନ୍ତ୍ରୀଙ୍କ ଓଏସ୍‌ଡି, ବ୍ୟକ୍ତିଗତ ସଚିବ ନିଯୁକ୍ତି ପାଇଁ ମାର୍ଗଦର୍ଶିକା: ସିସିଆର୍‌ ଭଲ ନ ଥିଲେ ମିଳିବନି ନିଯୁକ୍ତି
  • ||
  • ଅକ୍ଟୋବର୧୦ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ, ଖୋଲା ଜିପ୍‌ରେ ବସି ଜଙ୍ଗଲ ସଫାରୀର ମଜା ନେବେ ପର୍ଯ୍ୟଟକ
  • ||
  • ଭିଜିଲାନ୍ସ ପଞ୍ଝାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍
  • ||
  • ଫ୍ଲୋରିଡାରୁ ସ୍ପେସ୍‌ଏକ୍ସ ଫାଲକନ୍‌ ରକେଟ୍‌ର ସଫଳ ଲଞ୍ଚ୍, ଗ୍ରହାଣୁ ଉପରେ ଅଧ୍ୟୟନ କରିବ ‘ହେରା ମିଶନ’
  • ||
  • ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ, କାର୍ତ୍ତିକ ମାସ ନୀତି ନିର୍ଘଣ୍ଟରେ ଲାଗିବ ମୋହର
  • ||
  • ମଙ୍ଗଳବାର ଜମ୍ମୁ-କାଶ୍ମୀର ଏବଂ ହରିଆଣା ଭୋଟ ଗଣତି, ମଧ୍ୟାହ୍ନ ସୁଦ୍ଧା ସ୍ପଷ୍ଟହୋଇଯିବ ଜନମତ ଚିତ୍ର
  • ||

ଭୁବନେଶ୍ଵର-ପୁରୀ ବାଇପାସ୍ ରାସ୍ତାରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍

ବାଲିପାଟଣା, ୮।୧୦ : ଧଉଳି ଥାନା ଅଧୀନ ଭୁବନେଶ୍ଵର - ପୁରୀ ବାଇପାସ୍  ରାସ୍ତା ଲିଙ୍ଗିପୁର ଟ୍ରାଫିକ୍ ନିକଟରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍  ହୋଇଛି। ଫଳରେ ଅଂଚଳଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । 

ଟ୍ୟାଙ୍କରରୁପ୍ରାୟ ୩୦ ମିନିଟ୍ ପର୍ଯ୍ୟନ୍ତ ଗ୍ୟାସ୍ ଲିକ୍ ହୋଇଥିଲା । ପରିସ୍ଥିତିକୁ ଦେଖି ଗାଡି ଚାଳକ ଗାଡିକୁ ଛାଡ଼ି ଦୌଡି ପଳାଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଞ୍ଚିଥିଲା । ମାତ୍ର ଗ୍ୟାସ୍ ଲିକ୍ ବନ୍ଦ କରିବା ପାଇଁ କୌଣସି ଉପାୟ ନ ଥିଲା । ସବୁ ଗ୍ୟାସ୍ ଖାଲି ହେବା ପରେ ଟ୍ୟାଙ୍କର ଚାଳକ ଗାଡ଼ି ନେଇ ଯାଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.