ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ସୁନା ଖଣିର ଅନୁସନ୍ଧାନ କରୁଛି ଭୂ-ବୈଜ୍ଞାନିକ ସଂସ୍ଥା, ବୈଷୟିକ କମିଟିର ସୁପାରିସ କ୍ରମେ ନିଆଯିବ ପଦକ୍ଷେପ

Published By : Prameya | December 5, 2024 1:47 PM

ଭୁବନେଶ୍ୱର ୦୫।୧୨ : କେନ୍ଦୁଝର ଏବଂ ଦେବଗଡ଼ ଜିଲ୍ଲାରେ ମିଳିଲା ସୁନା ଖଣିର ସନ୍ଧାନ। ଦେବଗଡ଼ ଜିଲ୍ଲାର ରାମପଲୀ ଓ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି। ଖଣି ମନ୍ତ୍ରୀ ବିଭୂତି ଜେନା ଏନେଇ ବିଧାନସଭାରେ ବିବୃତ୍ତି ରଖିଛନ୍ତି। 

ବିଧାନସଭାରେ ବିଧାୟକ ଅଶ୍ବିନୀ ପାତ୍ର ଏବଂ ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ, ଦେବଗଡ଼ ଜିଲ୍ଲାର ଆଡାସ-ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିଛି। ଏହି ସବୁ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୁଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.