ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଯୁବତୀଙ୍କ ଉପରେ ମାଡିଗଲା ବସ, ମା’ ସାମ୍ନାରେ ଚାଲିଗଲା ଝିଅର ଜୀବନ

ଭୁବନେଶ୍ବର,୧୨।୨  ଖଣ୍ଡଗିରି ଛକରେ ଜଣେ ଯୁବତୀଙ୍କ ଉପରେ ବସ ମାଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖଣ୍ଡଗିରି ଛକ ରମାମଣୀ ପେଟ୍ରୋଲ ପମ୍ପ ପାଖରେ ଏହି ଦୁର୍ଘଟଣା ଘଟିଛି।

ରମାମଣୀ ପେଟ୍ରୋଲ ପମ୍ପ ମାଆ ଓ  ଝିଅ ରାସ୍ତା ପାରି ହେଉଥିଲେ। ଏହି ସମୟରେ ଯୁବତୀଙ୍କୁ ଏକ ବାଇକ ଧକ୍କା ଦେଇଥିଲା। ଯୁବତୀଙ୍କ ଜଣକ ଛିଟିକି ହୋଇ ପଡିଯାଇଥିଲେ। ଏହି ସମୟରେ ଏକ  ସ୍କୁଲ ବସ ତାଙ୍କ ଉପରେ ମାଡିଯାଇଥିଲା। ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ଘଟିଛି। ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। 

ଆହୁରି ପଢନ୍ତୁ : ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିଲା ଡ଼ିଜେଲ ଗାଡ଼ି, ହେଲପର ମୃତ

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.